ହେବ ଚାଷ ଜମିକୁ ପାଣି ମାଡ଼ୁନି:ଘାଇ ବନ୍ଦ କଲେ ଗ୍ରାମବାସୀ

ବଇଣ୍ଡା,୧୯।୧୦(ଡି.ଏନ.ଏ.)

ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତରେ ଥିବା ଟିଲିମୁଣ୍ଡା ଜଳସେଚନ ପ୍ରକଳ୍ପର ହେଡଓ୍ବାଲ ନିକଟରେ ଘାଇ ସୃଷ୍ଟି ହୋଇଛି। ଫଳରେ ପାଣି ନାଳ ଗୁଡ଼ିକରେ ବାହାରକୁ ଚାଲି ଯାଉଥିବାବେଳେ ମାସେ ହେବ ଚାଷ ଜମିକୁ ପାଣି ମା଼ଡି ପାରୁ ନାହିଁ। ଶୁକ୍ରବାର ଝିଲିମୁଣ୍ଡା ଗ୍ରାମବାସୀ ଭେଟି କରି ଉକ୍ତ ଘାଇ ସ୍ଥାନରେ ବାଲି ବସ୍ତା ପକାଇ ବନ୍ଦ କରିଛନ୍ତି।
ଗ୍ରାମବାସୀ କହିଛନ୍ତି, ଏହି ପ୍ରୋଜେକ୍ଟରୁ ଝାର ବଇଣ୍ଡା, ଝିଲିମୁଣ୍ଡା, ଅଚ୍ୟୁତାପୁର ଗ୍ରାମର ୫ ଶହ ହେକ୍ଟର ଚାଷ ଜମିକୁ ପାଣି ମାଡ଼ୁଛି। ହେଲେ ଏକ ମାସ ତଳେ ଉକ୍ତ ପ୍ରୋଜେକ୍ଟ ହେଡଓ୍ବାଲରୁ କେତେ ଜଣ ଦୁର୍ବୃତ୍ତ ଚାଷ ଜମିକୁ ପାଣି ନ ମାଡ଼ିବା ପାଇଁ ଏକ ଘାଇ ସୃଷ୍ଟି କରି ଦେଇଥିଲେ। ଉକ୍ତ ଘାଇ ଯୋଗୁ ଏକ ମାସ ହେବ ପାଣି ଚାଷ ଜମିକୁ ଆସୁନାହିଁ। ଫଳରେ ଧାନ ଗଛ ଗୁଡ଼ିକ ମରିଯିବାକୁ ବସିଛି। ଉକ୍ତ ଘାଇକୁ ମରାମତି କରିବା ପାଇଁ ଗ୍ରାମବାସୀ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏହାର ପ୍ରତିକାର ନିମନ୍ତେ ଗ୍ରାମବାସୀ ପାଳି କରି ୨ ଶହରୁ ଊର୍ଦ୍ଧ୍ୱ ବାଲିବସ୍ତା ଦେଇ ଘାଇକୁ ବନ୍ଦ କରିଥିଲେ। ଏଥିରେ ଝିଲିମୁଣ୍ଡା ଗ୍ରାମ ସଭାପତି ପ୍ରମୋଦ କୁମାର ସାହୁ, ତ୍ରିଲୋଚନ ସାହୁ, ଭରତଚନ୍ଦ୍ର ସାହୁ, ବିମଳ ସାହୁ, ହେମନ୍ତ ସାହୁ, ରମାକାନ୍ତ ସାହୁଙ୍କ ସମେତ ଗ୍ରାମବାସୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକସଭାରେ ଏମିତି କ’ଣ କହିଦେଲେ ରାହୁଲ, ଯାହାକୁ ଶୁଣି ସିଟ୍‌ରୁ ଉଠିପଡିଲେ ଅମିତ ଶାହା, ରାଜନାଥ ସିଂ

ନୂଆଦିଲ୍ଲୀ,୨।୨: ଆଜି ସଂସଦର ବଜେଟ ଅଧିବେଶନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ଉପରେ ଆଲୋଚନା ସହିତ ଆରମ୍ଭ ହୋଇଥିଲା, ଯେଉଁଥିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ…

ବାତକୁ ନେଇ ଚିନ୍ତିତ କି? ପ୍ରତିଦିନ ତ୍ରିଫଳା ଖାଇଲେ…

ମଣିଷ ଶରୀର ଠିକ୍ ଭାବରେ କାର୍ଯ୍ୟ କରିବା ପାଇଁ, ତିନୋଟି ସନ୍ତୁଳନ ବଜାୟ ରଖିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ବାତ, ପିତ୍ତ ଏବଂ କଫ। ଶୀତଦିନେ ସ୍ୱାଭାବିକ ଭାବରେ…

ଡବ୍ଲ୍ୟୁପିଏଲ୍‌ ଏଲିମିନେଟର ମ୍ୟାଚ୍‌ : ପରସ୍ପରକୁ ଭେଟିବେ ଦିଲ୍ଲୀ-ଗୁଜରାଟ

ଭଦୋଦରା,୨ା୨- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ୍‌) ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ୟୁପି ଓ୍ବାରିଅର୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଜେମିମା…

ଏମିତି ଲୁକ୍‌ ଦେଲେ ସୋନମ, ପ୍ରଶଂସକ ଆଶ୍ଚର୍ଯ୍ୟ

ବଲିଉଡ ଫ୍ୟାଶନ ଆଇକନ ତଥା ଷ୍ଟାଇଲ କୁଇନ ସୋନମ କପୁର ଆଜିକାଲି ଜୀବନର ଏକ ସୁନ୍ଦର ପର୍ଯ୍ୟାୟ ଦେଇ ଗତି କରୁଛନ୍ତି। ସେ ଖୁବଶୀଘ୍ର ଦ୍ୱିତୀୟ ସନ୍ତାନ…

ବଜେଟ୍‌କୁ ନେଇ ରେଳ ମନ୍ତ୍ରୀଙ୍କ ସୂଚନା: ଓଡ଼ିଶାକୁ ମିଳିବ ବଡ଼ ଫାଇଦା, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୨।୨: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏକ ପ୍ରେସମିଟ୍‌ କରି ବଡ଼ ସୂଚନା ଦେଇଛନ୍ତି। ରେଳ ମନ୍ତ୍ରୀ କହିଛନ୍ତି, ବଜେଟ୍‌ରେ ଓଡ଼ିଶା ପାଇଁ ୧୦…

ହାଇକୋର୍ଟଙ୍କ ବଡ଼ ରାୟ: ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…

କଟକ,୨।୨: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ। ବିବାହ ବିଚ୍ଛେଦ ଅଥବା ଛାଡପତ୍ର ହୋଇ ସାରିଥିବା ନିର୍ଭରଶୀଳ ଝିଅଙ୍କୁ ପରିବାର ପେନସନ ମିଳିବ । ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ମୃତ୍ୟୁ…

ଶେଖ ହାସିନାଙ୍କୁ ବଡ଼ ଝଟ୍‌କା: କୋର୍ଟ ଦେଲେ ବଡ଼ ରାୟ

ଢାକା,୨।୨: ବାଂଲାଦେଶର ଏକ କୋର୍ଟ ସରକାରୀ ଗୃହ ପ୍ରକଳ୍ପ ଜମି ଆବଣ୍ଟନରେ ଅନିୟମିତତା ସହିତ ଜଡିତ ଦୁଇଟି ପୃଥକ ଦୁର୍ନୀତି ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ…

୪ ବର୍ଷ ଧରି ଝିଅକୁ ବଳାତ୍କାର କରୁଥିଲେ ବାପା, ଅଶ୍ଳୀଳ ଭିଡିଓ ଦେଖାଇ…

ଗାନ୍ଧୀନଗର,୨।୨:  ଗୁଜୁରାଟର ରାଜକୋଟରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ୧୯ ବର୍ଷୀୟ ଝିଅକୁ ଚାରି ବର୍ଷ ଧରି ନିଜ ବାପା ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri