Posted inଜାତୀୟ

ହେମନ୍ତଙ୍କ ସହ ମାତ୍ର ୨ ମନ୍ତ୍ରୀ ନେଇପାରନ୍ତି ଶପଥ

ରାଞ୍ଚି,୨୮।୧୨: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)ର କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ ରବିବାର ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏପର୍ଯ୍ୟନ୍ତ ତାଙ୍କ ସହ ଆଉ କିଏ ଶପଥ ନେବେ ତାହା ସ୍ଥିର ହୋଇପାରିନାହିଁ। କାରଣ ଅଳ୍ପ ପଦକୁ ଅଧିକ ପ୍ରାର୍ଥୀ ଥିବାରୁ ଏଭଳି ସମସ୍ୟା ଉପୁଜିଥିବା କୁହାଯାଉଛି। ଆଲୋଚନା ହେଉଛି କି ହେମନ୍ତଙ୍କ ସହ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ଜଣେ ଓ କଂଗ୍ରେସର ଜଣେ ମନ୍ତ୍ରୀ ଶପଥ ନେଇପାରନ୍ତି। ଆହୁରି ମଧ୍ୟ ଆଲୋଚନା ହେଉଛି କି ଏହି ମାସରେ ମନ୍ତ୍ରୀମଣ୍ଡଳର ଗଠନ କରିବା ଶୁଭ ହୋଇ ନ ଥିବାରୁ କେହି ଶପଥ ନେଇ ନ ପାରନ୍ତି। ପୁଣି ଶୁଣିବାକୁ ମିଳୁଛି କ୍ୟାବିନେଟରେ ସବୁ ମନ୍ତ୍ରୀଙ୍କ ଶପଥ ଗ୍ରହଣ କରାଯାଇ ନ ପାରେ। ଏଥିରୁ ଅନୁମାନ କରାଯାଉଛି ରବିବାର ସୋରେନ ଶପଥ ଗ୍ରହଣ କରିବା ପରେ ହୁଏତ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri