ହୋଟେଲରୁ ବନ୍ଧୁକଧାରୀ ଯୁବକ ଅଟକ

ଫୁଲବାଣୀ ଅଫିସ, ୨୭ା୧୨: ଶାନ୍ତିପୂର୍ଣ୍ଣ ସହର ଫୁଲବାଣୀ ଧୀରେ ଧୀରେ କ୍ରାଇମ ସିଟି ହେବାରେ ଲାଗିଛି। କିଛି ଦିନ ହେବ ଲୁଟତ୍‌ରାଜକୁ ନେଇ ପୋଲିସ ଚାପରେ ଥିବାବେଳେ ବୁଧବାର ବିଳମ୍ବିତ ରାତିରେ ଏକ ନାମୀ ହୋଟେଲରୁ ୨ଜଣ ବନ୍ଧୁକଧାରୀ ଯୁବକଙ୍କୁ ପୋଲିସ ଧରିଛି। ବନ୍ଧୁକ ଜବତ ହୋଇଥିବାରୁ ସେମାନେ କୌଣସି ବଡ ଅପରାଧ ଘଟାଇବାକୁ ଆସିଥିବା ଏବେ ସହରସାରା ଚର୍ଚ୍ଚା ହେଉଛି। ପୋଲିସ ଏ ବିଷୟରେ ପାଟି ଖୋଲୁ ନ ଥିବାବେଳେ ଏହି ୨ଜଣଙ୍କୁ ମିଶାଇ ୪ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ସମ୍ପୃକ୍ତ ଯୁବକମାନେ ଗଞ୍ଜେଇ ଚୋରା ଚାଲାଣ, ଚୋରି କିମ୍ବା କାହାକୁ ମର୍ଡର କରିବାକୁ ଆସିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି। ବନ୍ଧୁକଧାରୀ ଯୁବକଙ୍କ ମଧ୍ୟରୁ ଜଣେ ପଶ୍ଚିମବଙ୍ଗର। ଫୁଲବାଣୀରୁ ପଶ୍ଚିମବଙ୍ଗର ଯାଏ କ’ଣ ଲିଙ୍କ ରହିଛି ତାହା ପୋଲିସ ଖୋଳତାଡ କରୁଛି। ବିଶେଷସୂତ୍ରରୁ ମିଳିଥିବା ସୁଚନା ଅନୁଯାୟୀ, ପୋଲିସ କୌଣସି ସୂତ୍ରରୁ ଖବର ପାଇ ଉକ୍ତ ହୋଟେଲରେ ଚଢ଼ାଉ କରି ସେମାନଙ୍କୁ କାବୁ କରିଥିଲା। ସେମାନଙ୍କ ପାଖରୁ ଏକ ନମ୍ବର ବିହୀନ କାର ମଧ୍ୟ ଜବତ ହୋଇଛି। ତଦନ୍ତ ଚାଲିଥିବାରୁ ଅଧିକ କିଛି କହିବାକୁ ଥାନାଧିକାରୀ ନରେଶ କୁମାର ସାହୁ ମନା କରିଛନ୍ତି। ଦିନକୁ ଦିନ ଅପରାଧ ବଢୁଥିବାରୁ ଫୁଲବାଣୀ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri