ହୋଟେଲରେ ଚାଲିଥିଲା ଜୁଆଆଡ୍ଡା: ଚଢ଼ାଉ କରି ୮ଜଣଙ୍କୁ ଗିରଫ କଲା ରାୟଗଡ଼ା ପୋଲିସ

ରାୟଗଡ଼ା ଅଫିସ,୨୯। ୧୦-ରାୟଗଡ଼ା ଏସପି ଶର୍ବଣା ବିବେକଙ୍କ ନିର୍ଦ୍ଦେଶକ୍ରମେ ଆଇଆଇସି ନିଆର ରନ ପ୍ରଧାନଙ୍କ ନେତୃତ୍ୱରେ ପୋଲିସର ଏକ ଟିମ୍‌ କୌଣସି ସୂତ୍ରରୁ ଖବର ପାଇ ଏକ ହୋଟେଲ ରୁମ୍‌ରେ ଚାଲିଥିବା ଜୁଆଅଡ୍ଡା ଉପରେ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରିଥିଲେ। ଏହି ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି ା ଗିରଫ ଅଭିଯୁକ୍ତମାନେ ହେଲେ ଭାନୁପ୍ରସାଦ ମାଝୀ (୩୫), ଗୈାତମ ଜେନ (୪୩), ମନୋଜ କୁମାର ରଥୀ (୪୪), ମୁକେଶ ଜେନ (୩୯) ଆନନ୍ଦା ଜେନ (୪୫) ସାଇଳେସ କୁମାର( ୪୬)ସାଜନ ଜେନ (୪୯) ଦୀପକ ଜେନ (୪୪) ଘଟଣାସ୍ଥଳରୁ ୧ ଲକ୍ଷ ୩୫ ହଜାର ୧୦୦ ଟଙ୍କା , ତାସର ୧୦୪ ପତା ,ବିଭିନ୍ନ କମ୍ପାନୀର ୮ ଟି ମୋବାଇଲ ଫୋନ , ୪ ଟି ମୋଟର ସାଇକଲ ବାଇକ ଉଦ୍ଦାର କରାଯାଇଛି ା କେସ ନମ୍ବର ୩୮୫/୧୯ ରେ ଏକ ମାମଲା ରୁଜୁ କରାଯାଇ ଏମାନଙ୍କୁ ଗିରଫ କରାଯାଇଥିବା ଏସ୍‌ଡିପିଓ ତପନ ନାରାୟଣ ରଥ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri