ଛତ୍ରପୁର,୪।୪(ଡି.ଏନ୍.ଏ.)- କରୋନା ଭୂତାଣୁ ପ୍ରତିହତ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟରୁ ଫେରିଥିବା ବହିରାଗତଙ୍କ ମଧ୍ୟରୁ ବର୍ତ୍ତମାନ 25 ହଜାର 266 ଜଣ ହୋମ୍ କ୍ୱାରାଣ୍ଟାଇନରେ ଅଛନ୍ତି। ସେଥିମଧ୍ୟରେ 415 ଜଣ ବିଦେଶରୁ ଫେରିଥିବାବେଳେ 24 ହଜାର 851 ଜଣ ରାଜ୍ୟ ବାହାରୁ ଫେରିଥିଲେ। ତାଙ୍କ ଘର ବାହାରେ ସୂଚନାଫଳକ ଲଗାଯାଇ ପ୍ରତିଦିନ ଅଙ୍ଗନଓ୍ବାଡି ଓ ସ୍ବାସ୍ଥ୍ୟକର୍ମୀ ସେମାନଙ୍କ ଘରକୁ ଯାଇ ଭଲମନ୍ଦ ପଚାରି ବୁଝୁଛନ୍ତି। ଏଥିସହ ପ୍ରତିଦିନ ଏ ସମ୍ପର୍କିତ ରିପୋର୍ଟ ଜିଲାପାଳଙ୍କ ନିକଟକୁ ପଠାଯାଉଛି। ଅପରପକ୍ଷରେ 315 ଜଣ ବିଦେଶ ଫେରନ୍ତାଙ୍କ ହୋମ କ୍ୱାରାଣ୍ଟାଇନ ଅବଧି ସରିଯାଇଛି। ତେବେ ଅବଧି ସରିଲା ପରେ ମଧ୍ୟ ଅନ୍ୟମାନଙ୍କ ଭଳି ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ଗଞ୍ଜାମ ଜିଲାକୁ ମୋଟ ୭୩୦ ଜଣ ବିଦେଶରୁ ଫେରିଥିଲା ବେଳେ 24 ହଜାର 851 ଜଣ ବାହାର ରାଜ୍ୟରୁ ଫେରିଥିଲେ। ବର୍ତ୍ତମାନ ସୁଦ୍ଧା 158 ଜଣ କରୋନା ସନ୍ଦିଗ୍ଧଙ୍କ ପରୀକ୍ଷା କରାଯାଇଥିଲା, ତେବେ କେହି ସଂକ୍ରମିତ ନ ଥିବା ଜଣାପଡିଥିଲା।
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…
ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ
ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…
ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…
ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…
ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…
ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…
ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍
ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…
ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି
ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…
ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର
ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…
ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…
Archives

