ହୋମ କ୍ୱାରାଣ୍ଟାଇନ୍‌ରେ ବ୍ୟାଙ୍କ କର୍ମଚାରୀ; ବିନା ଅନୁମତିରେ ବୁଲିବା ମହଙ୍ଗା ପଡ଼ିଲା

ଭଞ୍ଜନଗର,୯।୪(ଡି.ଏନ.ଏ.)-ଲକ୍‌ଡାଉନ ଲୋକେ ବିନା କାରଣରେ ବାହାରେ ବୁଲିଲେ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଭଞ୍ଜନଗର ସହରସ୍ଥିତ ଏକ ବ୍ୟାଙ୍କର ୨ କର୍ମଚାରୀ ବୁଧବାର ମଧ୍ୟାହ୍ନରେ କୌଣସି ଅନୁମତି ନ ନେଇ ଭଞ୍ଜନଗରରୁ ବେଲଗୁଣ୍ଠା ଅଭିମୁଖେ ଯାଉଥିବା ବେଳେ ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜଙ୍କ ହାବୁଡ଼ରେ ପଡ଼ିଥିଲେ। ବ୍ୟାଙ୍କ କର୍ମଚାରୀଦ୍ୱୟଙ୍କୁ ସେ ଅଟକାଇ ପାଶ୍‌ ମାଗିଥିଲେ। ହେଲେ ସେମାନେ ତାହାଦେଖାଇ ନ ଥିଲେ। ତେଣୁ ଉଭୟଙ୍କୁ ଏନ୍‌ଏସି କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ନିଆଯାଇଥିଲା। ପରେ ବ୍ୟାଙ୍କ ପରିଚାଳକଙ୍କୁ ଡାକି ଉପଜିଲାପାଳ ତାଗିଦ୍‌ କରିବା ପରେ କର୍ମଚାରୀଦ୍ୱୟଙ୍କୁ ୧୪ ଦିନ ପାଇଁ ହୋମ କ୍ୱାରାଣ୍ଟାଇନ୍‌ରେ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥିରେ ସେମାନେ ଖିଲାପ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପଜିଲାପାଳ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri