ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିପାରିବେ ଗର୍ଭବତୀ, ଶିଶୁ ଓ ବୃଦ୍ଧାବୃଦ୍ଧ

ଫୁଲବାଣୀ ଅଫିସ, ୧୪ା୫- ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ଲୋକମାନଙ୍କ ମଧ୍ୟରୁ ଗର୍ଭବତୀ, ପ୍ରସୂତି, ୬୦ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧ, ଦିବ୍ୟାଙ୍ଗ ଓ ୫ ବର୍ଷରୁ କମ୍‌ ଶିଶୁ ଯେଉଁମାନଙ୍କର ସ୍ବାବ ନମୂନା ନେଗେଟିଭ ଆସିବ ସେମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ କ୍ୱାରାଣ୍ଟାଇନ୍‌ରେ ରହିପାରିବେ। ଏନେଇ ଜିଲା ମୁଖ୍ୟ ଚିକିତ୍ସା ତଥା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ରାଜ୍ୟଶ୍ରୀ ପଟ୍ଟନାୟକ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ସେହି ବ୍ୟକ୍ତିମାନେ ନିଜ ଇଚ୍ଛାରେ ଏକ ଅଣ୍ଡରଟେକିଙ୍ଗ ଦେଇ ହୋମ୍‌ କ୍ୱାରେନଟାଇନରେ ରହିବେ। ତେବେ ହୋମ କ୍ୱାରେନଟାଇନରେ ରହିବା ସମୟରେ କୋଭିଡ଼-୧୯ର ସମସ୍ତ ଗାଇଡ଼୍‌ ଲାଇନକୁ ମାନି ଚଳିବାକୁ ପଡ଼ିବ। ଯଦି ଏହି ସମୟରେ କରୋନା ସଂକ୍ରମଣର କିଛି ଲକ୍ଷଣ ଦେଖାଯାଏ, ତାହାଲେ ସେମାନେ ତୁରନ୍ତ ସ୍ବାସ୍ଥ୍ୟ ବିଭାଗକୁ ଖବର ଦେବାକୁ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳ ଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ଭୀମଭୋଇ ସାମର୍ଥ୍ୟ ଶିବିର: ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ବ୍ଳକସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷ…

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ…

ଫୁଲୁଛି ବିରୂପା, ନଦୀକୂଳିଆ ଗାଁ ଲୋକେ ଆତଙ୍କିତ

ଡେରାବିଶ,୩୧ା୭(ବେବର୍ତ୍ତା ଅଜୟ ଦାସ): ବିରୂପା ନଦୀରେ ବନ୍ୟାଜଳ ବୃଦ୍ଧି ପାଉଛି। ଏହାକୁ ନେଇ ଡେରାବିଶ ବ୍ଲକ ଅଧିନ ବେଣିପୁର, ମଙ୍ଗଳପୁର ଓ ଛୋଟି ପଞ୍ଚାୟତର ନଦୀକୂଳିଆ ଅଧିବାସୀ…

ଓଡ଼ିଶା ପ୍ରଶାସନିକ ସେବାର ୬ ପ୍ରଶିକ୍ଷାର୍ଥୀଙ୍କ ପିକକ ଶିଶୁ ଅଧିକାର କାର୍ଯ୍ୟ ପରିଦର୍ଶନ, ପାଟଣା ବିଡ଼ିଓଙ୍କୁ ଭେଟି…

ପାଟଣା ୩୧।୭ (ବୀର କିଶୋର ଦାଶ) : ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର -୨୦୨୩ ବ୍ୟାଚ ପ୍ରଶିକ୍ଷାର୍ଥୀମାନେ ସେମାନଙ୍କ ପ୍ରଶିକ୍ଷଣର ଅଂଶବିଶେଷ ଭାବେ ପିପୁଲସ କଲଚରାଲ ସେଣ୍ଟର(…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri