ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିପାରିବେ ପ୍ରବାସୀ ଗର୍ଭବତୀ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୬।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ସୁରଟ, କେରଳରୁ ପ୍ରବାସୀମାନେ ଆସିବାରେ ଲାଗିଛନ୍ତି। ଏହି ପ୍ରବାସୀମାନଙ୍କ ମଧ୍ୟରେ କେତେକ ଗର୍ଭବତୀ ରହିଥିବା ଦେଖାଯାଇଛି। ଆବଶ୍ୟକ ହେଲେ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଗର୍ଭବତୀଙ୍କୁ ହୋମ କ୍ୱାରେଣ୍ଟାଇନରେ ରଖାଯାଇପାରିବ। ଏନେଇ ଜିଲାର ସମସ୍ତ ୨୨ ବିଡିଓଙ୍କୁ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ସ୍ବାସ୍ଥ୍ୟକର୍ମୀମାନେ ଏମାନଙ୍କ ସହ କ୍ୱାରାଣ୍ଟାଇନରେ ଥିବା ସମସ୍ତ ପ୍ରବାସୀଙ୍କ ଉପରେ ନଜର ରଖିବେ । ଆବଶ୍ୟକ ହେଲେ ସେମାନେ ଏ ସମ୍ପର୍କରେ ଏଏନ୍‌ଏମଙ୍କୁ ଖବର ଦେବେ। ଏଏନ୍‌ଏମ୍‌ମାନେ ମେଡିକାଲ ଟିମ୍‌କୁ ଜଣାଇବେ। ଏନେଇ ଜ଼ିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri