ହ୍ବାଇଟ ହାଉସ ପହଞ୍ଚିଲା କରୋନା

ଓ୍ବାଶିଂଟନ,୯।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନା ସଂକ୍ରମଣର ଶେଷ ପର୍ଯ୍ୟାୟକୁ ଅପେକ୍ଷା ରଖିଛନ୍ତି। ଯେତେଶୀଘ୍ର କରୋନାର ପ୍ରକୋପ କମ୍‌ ହେବ ସେତେଶୀଘ୍ର ସେ ଲକ୍‌ଡାଉନ ଖୋଲି ଦେଶର ଅର୍ଥବ୍ୟବସ୍ଥାକୁ ସୁଧାରିବେ ବୋଲି କହିଛନ୍ତି। ହେଲେ ଏବେ ଏହି କରୋନା ମାହାମାରୀ ହ୍ବାଇଟ ହାଉସରେ ତା’ର ଉପସ୍ଥିତି ଜାହିର କହିଛି। ଟ୍ରମ୍ପଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କ ଜଣେ ସହାୟକ କରୋନାରେ ପୀଡ଼ିତ ଥିବା ସୂଚନା ମିଳିଛି। ତେବେ ସେ ହେଉଛନ୍ତି ହ୍ବାଇଟ ହାଉସର କରୋନା ସଂକ୍ରମିତଙ୍କ ମଧ୍ୟରେ ତୃତୀୟ ବ୍ୟକ୍ତି। ଏହାପୂର୍ବରୁ ଉପରାଷ୍ଟ୍ରପିଙ୍କ ନିଜସ୍ବ ସଚିବ କରୋନା ସଂକ୍ରମିତ ହୋଇଥିବା ବେଳେ ଇଭାଙ୍କାଙ୍କ ସହାୟକଙ୍କ ଟେଷ୍ଟ କରାଯିବା ପରେ ସେ ମଧ୍ୟ କରୋନାରେ ପୀଡ଼ିତ ବୋଲି ଜଣାପଡିଥିଲା। ହେଲେ ଇଭାଙ୍କା ଓ ତାଙ୍କ ପତି ଜାରେଡଙ୍କ ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଆରମ୍ଭ ହୋଇଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ୨.୦! ଆମେରିକା ଆକ୍ରମଣର ଜବାବ ଦେଲା ଇରାନ, ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ, ୨୬।୫: ଗଲ୍ଫ ଅଞ୍ଚଳରେ ଚାଲିଥିବା ବିବାଦ ଶେଷ ହେବାର ଆଶା ଦେଖାଯାଉଥିବା ବେଳେ ହଠାତ୍‌ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣ ପୁଣି ଥରେ ସେଠାରେ ଗୋଳା-ବାରୁଦର…

ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର…

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri