ହ୍ବାଇଟ୍‌ ହାଉସରେ ଟ୍ରମ୍ପ ପାଳିଲେ ଦୀପାବଳି

ଓ୍ବାଶିଂଟନ,୨୬।୧୦: ଆମେରିକାର ରାଷ୍ଟ୍ରପତି ଭବନ ହ୍ବାଇଟ ହାଉସରେ ରାଷ୍ଟ୍ରପତି ଡୋନାଡ ଟ୍ରମ୍ପ ଶୁକ୍ରବାର ଦୀପାବଳି ଉତ୍ସବ ପାଳନ କରିଛନ୍ତି। ଭାରତରେ ପାଳନ କରାଯାଉଥିବା ଦୀପାବଳିର ୩ ଦିନ ପୂର୍ବରୁ ଟ୍ରମ୍ପ ଏହି ପର୍ବକୁ ପାଳନ କରିଛନ୍ତି। ଏହି ଅବସରରେ ସେ ହିନ୍ଦୁ ,ଜୈନ, ଶିଖ ଓ ବୌଦ୍ଧ ଧର୍ମାବଲମ୍ବିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଏହି ପର୍ବ ସୂଚାଉଛି ଆମେରିକାରେ ସବୁ ଧର୍ମର ଲୋକଙ୍କୁ ଧାର୍ମିକ ସ୍ବାଧିନତା ମିଳିଛି। ତେବେ ଏହି ପର୍ବ ପାଳନ ସମୟରେ ହ୍ବାଇଟ ହାଉସ୍‌ ମଧ୍ୟକୁ ଗଣମାଧ୍ୟମକୁ ପ୍ରବେଶ ଅନୁମତି ମିଳି ନ ଥିବା ଜଣାପଡିଛି। ସୂଚନାଯୋଗ୍ୟ, ଏହାପୂର୍ବରୁ ଟ୍ରମ୍ପ ଓଭଲ କାର୍ଯ୍ୟକ୍ରମରେ ଭାରତୀୟ-ଆମେରିକୀୟଙ୍କ ସହ ଦୀପାବଳି ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri