Posted inଖେଳ

ହ୍ବାଟ୍‌ମୋର୍‌ ବରୋଦା ରଣ୍‌ଜୀ ଟିମ୍‌ କୋଚ୍‌ ନିଯୁକ୍ତ

ବଦୋଦରା, ୧୯।୪ (ପି.ଟି.)- ଶ୍ରୀଲଙ୍କାକୁ ବିଶ୍ୱକପ୍‌ ବିଜୟୀ କରିଥିବା ଅଷ୍ଟ୍ରେଲୀୟ କୋଚ୍‌ ଡେଭ୍‌ ହ୍ବାଟମୋର ରବିବାର ବରୋଦା ରଣଜୀ ଦଳର କୋଚ୍‌ ଓ କ୍ରିକେଟ ନିର୍ଦ୍ଦେଶକ ପଦବୀରେ ନିଯୁକ୍ତି ପାଇଛନ୍ତି। ରାଜ୍ୟ କ୍ରିକେଟ ଆସୋସିଏଶନ (ବିସିଏ) ସଂପାଦକ ଅଜିତ ଲେଲେ ଏହା ସ୍ପଷ୍ଟ କରିଛନ୍ତି। ହ୍ବାଟ୍‌ମୋର୍‌ ଗତ ସିଜନରେ କେରଳ ଟିମ୍‌ ଦାୟିତ୍ୱରେ ଥିଲେ। ୨୦୦୮ରେ ତାଙ୍କ ଅଧୀନରେ ଭାରତର ୧୯ ବର୍ଷରୁ କମ୍‌ କ୍ରିକେଟ ଦଳ ମାଲେସିଆରେ ଜୁନିୟର ବିଶ୍ୱକପ୍‌ ଜିତିଥିଲା। ସେତେବେଳ ବିରାଟ କୋହଲି ଏହି ଦଳର ଅଧିନାୟକ ଥିତ୍ଲେ। ହ୍ବାଟ୍‌ମୋର୍‌ଙ୍କ କାର୍ଯ୍ୟକାଳ ୨ ବର୍ଷ ହେବ। କ୍ରିକେଟର ନିର୍ଦ୍ଦେଶକ ଭାବେ ସେ ରାଜ୍ୟର ୨୩ ବର୍ଷରୁ କମ୍‌, ୧୯ ବର୍ଷରୁ କମ୍‌ ଏବଂ ୧୬ ବର୍ଷରୁ କମ୍‌ ଦଳର କୋଚ୍‌ ଭାବେ ଦିଗଦର୍ଶନ ଦେବେ। ହ୍ବାଟ୍‌ମୋର୍‌ ୩ ବର୍ଷ ଧରି ଦାୟିତ୍ୱରେ ଥିଲେ କେରଳ ରଣଜୀ ଦଳ ପ୍ରଦର୍ଶନରେ କୌଣସି ଉନ୍ନତି ଆଣି ପାରି ନ ତତ୍ଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ…

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିପାରନ୍ତି ଶି ଜିନ୍‌ପିଙ୍ଗ୍‌

ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀରେ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏକ ବଡ଼ ପ୍ରତିନିଧିମଣ୍ଡଳୀ ସହ ଭାରତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri