Posted inଖେଳ

ହ୍ବାଟ୍‌ସଆପ୍‌ ଜରିଆରେ ପ୍ରେମରେ ପଡିଥିଲେ ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଆଜି ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୮ ମସିହା ଡିସେମ୍ବର ୬ରେ ସେ ସୌରାଷ୍ଟ୍ର୍ୟର ନଓ୍ବାଗାଓଁରେ ଜନ୍ମଗ୍ରହଣ କରିଥିଲେ। ଜାଡେଜାଙ୍କ ପିତା ଅନିରୁଦ୍ଧ ଏକ ପ୍ରାଇଭେଟ କମ୍ପାନୀରେ ଚୌକିଦାର ଭାବେ କାର୍ଯ୍ୟ କରୁଥିଲେ। ନିଜ ପୁଅକୁ ସେନାରେ ଭର୍ତ୍ତି କରିବାକୁ ଚାହୁଁଥିଲେ। କିନ୍ତୁ ଜାଡେଜା ପିଲାବେଳୁ କ୍ରିକେଟ ପ୍ରତି ରୁଚି ଦେଖାଇଥିଲେ। ତେଣୁ ସେ କ୍ରିକେଟରେ ଟ୍ରେନିଂ ନେଇ ଆଗକୁ ବଢିଥିଲେ। ୨୦୦୫ରେ ଜାଡେଜାଙ୍କ ମା’ଙ୍କ ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣା ପରେ ଜାଡେଜା ଏତେ ଭାଙ୍ଗିପଡି ଥିଲେ ଯେ, ସେ କ୍ରିକେଟ ଖେଳିବା ଛାଡିଦେଇଥିଲେ। ପରେ ତାଙ୍କ ଭଉଣୀ କ୍ରିକେଟ ଖେଳିବା ପାଇଁ ତାଙ୍କୁ ପ୍ରେରିତ କରିଥିଲେ। ପ୍ରେମ ବ୍ୟାପାରରେ ମଧ୍ୟ ଜାଡେଜାଙ୍କୁ ଖୁବ୍‌ ସଂଘର୍ଷ କରିବାକୁ ପଡିଥିଲା। ଜଣେ ସମ୍ପର୍କୀୟଙ୍କ ଜରିଆରେ ସେ ରିଭାଙ୍କ ସଂସ୍ପର୍ଶରେ ଆସିଥିଲେ। ପ୍ରଥମେ ତାଙ୍କ ଫୋନ୍‌ ନଂ ପାଇବା ପରେ ଉଭୟ ଅନେକ ଦିନ ପର୍ଯ୍ୟନ୍ତ ହ୍ବାଟସଆପ୍‌ରେ କଥାବାର୍ତ୍ତା ହୋଇଥିଲେ। ୨୧୬ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟୁଟି ସାରି ବାଇକରେ ଘରକୁ ଫେରୁଥିଲେ ହୋମଗାର୍ଡ, ବାଟରେ ଘଟିଲା…

ବଲାଙ୍ଗୀର, ୩।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ମଲମଣ୍ଡା-ରଣ୍ଡା ଗାଁ ମଝିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି।...

ପାରିବାରିକ ଉତ୍ତରଦାୟିତ୍ୱ

ମାନବର ଅତ୍ୟଧିକ ମାଦକ ଦ୍ରବ୍ୟ ସେବନ ଏବଂ ଅମାନବୀୟ ଚାରିତ୍ରିକ ସ୍ଖଳନ ସମାଜର ମେରୁଦଣ୍ଡକୁ ଭାଙ୍ଗିବାକୁ ବସିଛି। କିଛି ପରିବାରରେ ଏହା ଆଭିଜାତ୍ୟର ରୂପ ନେଇସାରିଛି।...

ଡାଇଓଜିନୀଜଙ୍କ ଅନ୍ବିଷ୍ଟ ମଣିଷ

ସୁଦୂର ଅତୀତର (କାରଣ ଖ୍ରୀଷ୍ଟପୂର୍ବ) ଏଇ ବିସ୍ମୟକର ଅଥଚ ଆଧ୍ୟାତ୍ମିକ ଭାବସମ୍ପନ୍ନ ଅଲୌକିକ କ୍ରିୟା, ମାନବ ସଭ୍ୟତାର ଇତିହାସରେ ଏକ ମାଇଲ ଖୁଣ୍ଟ। ସୃଷ୍ଟିର ରାଜମୁକୁଟ...

ଚାପର ପରୀକ୍ଷା

ଜଟିଳ ସ୍ଥିତି ଦେଇ ଗତି କରୁଥିବା ଭାରତ-ବାଂଲାଦେଶ ସମ୍ପର୍କକୁ ସୁଧାରିବା ଲାଗି ଚେଷ୍ଟା କରାଯାଉଛି। ଉଭୟ ପକ୍ଷର ସଂସ୍ଥା, ସୁରକ୍ଷା ଏଜେନ୍ସି ଏବଂ ଦାୟିତ୍ୱରେ ଥିବା...

ରବିଚାଷ ପାଇଁ ଅନିଶ୍ଚିତତାରେ ଚାଷୀ: ଉଠାଜଳସେଚନ ପ୍ରକଳ୍ପରେ ବିଦ୍ୟୁତ୍‌ ସଂଯୋଗ ବିଳମ୍ବ ଅଭିଯୋଗ

ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ଯୋଗୀସର୍ଡା ଗ୍ରାମର ଚାଷୀ ଅରବିନ୍ଦ ମିଶ୍ର। ତାଙ୍କ ଚାଷଜମିରେ ଉଠାଜଳସେଚନ ବିଭାଗ ପକ୍ଷରୁ ଏକ ବୋରିଂ ଖୋଳାଯିବା ସହିତ...

ବରଗଡ଼ ଧନୁଯାତ୍ରା: କିଛି କଥା, କିଛି ବ୍ୟଥା

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ମଥୁରାନଗରୀ ପାଲଟିଥାଏ। ଏଠାରେ କଂସ ରାଜୁତି ଚାଲିଥାଏ ଏବଂ ଅନ୍ୟାୟ, ଅତ୍ୟାଚାର ବଢ଼ି ଚାଲିଥାଏ। ଏହା ପୌରାଣିକ...

ନିର୍ବନ୍ଧ -ବିବାହକୁ ନେଇ କନଫର୍ମ କଲେ ପ୍ରିୟଙ୍କା ଗାନ୍ଧୀ, ପୁଅ, ବୋହୂଙ୍କ ଫଟୋ ଶେୟାର କରି ଲେଖିଲେ…

ନୂଆଦିଲ୍ଲୀ,୩।୧: କଂଗ୍ରେସ ମହାସଚିବ ଏବଂ ୱାୟନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶେଷରେ ତାଙ୍କ ପୁଅ ରେହାନଙ୍କ ନିର୍ବନ୍ଧ ଏବଂ ବିବାହକୁ ନିଶ୍ଚିତ କରିଛନ୍ତି। ପ୍ରିୟଙ୍କା...

ମାନବିକତାର ନିଦର୍ଶନ ଦେଖାଇଲେ ଖବରଦାତା: ଅଙ୍ଗଦାନ ପାଇଁ ନେଲେ ଶପଥ

ଭବାନୀପାଟଣା/ଥୁଆମୂଳ ରାମପୁର,୩ା୧ (ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି):ମୃତ୍ୟୁ ପରେ ପରାର୍ଥେ ନିଜକୁ ଉତ୍ସର୍ଗ କରିବା ଭଳି ମାନବିକତାର ନିଦର୍ଶନ ଦେଖାଇଛନ୍ତି କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri