Posted inଜାତୀୟ

ହ୍ବିଲ୍‌ ଚେୟାରରେ ବସି କନ୍ୟା ସହ ଆହତ ବର ନେଲେ ସାତ ଫେରା

ଭୋପାଳ,୧୩।୬: ମଧ୍ୟପ୍ରଦେଶରେ ଏକ ବିବାହରେ ଅଜବ ଦୃଶ୍ୟ ଦେଖିବାକୁ ମିଳିିଛି। ସ୍ଥାନୀୟ ବ୍ୟାବରାଠାରେ ଥିବା ବିଠଲ୍‌ ବାଟିକାରେ ଅନୁଷ୍ଠିତ ବିବାହରେ ଆହତ ଅବସ୍ଥାରେ ବର ହ୍ବିଲ୍‌ ଚେୟାରରେ ବସି କନ୍ୟା ସହିତ ସାତ ଫେରା ନେଇଛନ୍ତି। ବର ଦିଲ୍ଲୀପ୍‌ଙ୍କର କନ୍ୟା ଦିପ୍ତୀ ସହିତ ବିବାହ ହେବାର ଥିଲା। ତେବେ ଜୁନ୍‌ ୬ରେ ଏକ ସଡ଼କ ଦୁର୍ଘଟଣାରେ ଦିଲ୍ଲୀପ ଆହତ ହୋଇଥିଲେ। ପରେ ତାଙ୍କୁ ସ୍ଥାନୀୟ ହସ୍ପିଟାଲରେ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଦିଲ୍ଲୀପଙ୍କ ପରିବାର ପକ୍ଷରୁ ବିବାହ ତାରିଖ ଘୁଞ୍ଚାଇବା ପାଇଁ କନ୍ୟାଘରକୁ ପ୍ରସ୍ତାବ ଦେଇଥିଲେ। ତେବେ କନ୍ୟା ଦୀପ୍ତି ଏଥିରେ ଅମଙ୍ଗ ହୋଇଥିଲେ। ତେଣୁ ଦିଲ୍ଲୀପଙ୍କୁ ହ୍ବିଲ୍‌ ଚେୟାରରେ ବସାଇ ବିବାହ ମଣ୍ଡପକୁ ଅଣାଯାଇଥିଲା। ଏହି ବିବାହରେ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri