ହ୍ବିସିଲ ବ୍ଲୋୟର ମାମଲାରେ ସଲିଲ ପାରେଖଙ୍କୁ କ୍ଲିନଚିଟ୍‌

ନୂଆଦିଲ୍ଲୀ,୧୧-୧: ଇନଫୋସିସ ସିଇଓ ସଲିଲ ପାରେଖ ବିଭିନ୍ନ ବେଆଇନ କାର୍ଯ୍ୟକଳାପରେ ସାମିଲ ଥିବା ହ୍ବିସିଲବ୍ଲୋୟର ଅଭିଯୋଗ ଆଣିଥିଲେ। ସିଇଓ ପାରେଖ ଏବଂ ସିଏଫ୍‌ଓ ନିଲଞ୍ଜନ ରାୟଙ୍କ ବିରୋଧରେ ଏହି ଅଭିଯୋଗରେ କୌଣସି ପ୍ରମାଣ ମିଳି ନ ଥିବା ଇନଫୋସିସ ପକ୍ଷରୁ ଶୁକ୍ରବାର କୁହାଯାଇଛି। ହ୍ବିସିଲବ୍ଲୋୟର ଆଣିଥିବା ଅଭିଯୋଗ ଯାଞ୍ଚ ବେଳେ ବୋର୍ଡ ଅଫ ଡାଇରେକ୍ଟର୍ସଙ୍କୁ କୌଣସି ତଥ୍ୟ ପ୍ରମାଣର ଆଧାର ମିଳି ନ ଥିବାରୁ ସଲିଲ ପାରେଖଙ୍କୁ କ୍ଲିନଚିଟ୍‌ ମିଳିଛି। କମ୍ପାନୀର ଲାଭକୁ ଅଧିକ ଦେଖାଇବା ଲାଗି ସିଇଓ ପାରେଖ ବେଆଇନ କାର୍ଯ୍ୟକଳାପର ସାହାରା ନେବା ସହ ବିଭିନ୍ନ ହେରଫେର କରିଥିବା ଅଭିଯୋଗରେ କୁହାଯାଇଥିଲା। ସିଇଓ ପାରେଖ ଏବଂ ସିଏଫ୍‌ଓ ରାୟ କମ୍ପାନୀକୁ ଆଗକୁ ନେବାରେ କାର୍ଯ୍ୟ କରୁଥିବା ଇନଫୋସିସ ଅଧ୍ୟକ୍ଷ ନନ୍ଦନ ନିଲକାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri