ହ୍ରାସ ପାଉଛି ଅଟୋରିକ୍ସା ଯାତ୍ରୀଙ୍କ ସଂଖ୍ୟା

ବ୍ରହ୍ମପୁର ଅଫିସ, ୧ା୨-ବ୍ରହ୍ମପୁର ମହାନଗର ନିଗମରେ ସିଟି ବସ ଚାଳାଚଳ ଯୋଗୁ ଅଟୋର ଚାହିଦା କ୍ରମଶଃ କମିବାରେ ଲାଗିଛି। ବ୍ରହ୍ମପୁରରେ ପୂର୍ବରୁ ଗୋପାଳପୁର, ଛତ୍ରପୁର, ହିଞ୍ଜିଳିକାଟୁ ଓ ତାରାତାରିଣୀ ଶକ୍ତିପୀଠ ଗୋଳନ୍ଥରା ନିକଟ ଭୈରବୀପୀଠ ହଳଦିଆପଦର କନିଷି ପାଇଁ ଚଳାଚଳ ହେଉଥିଲା ା ଇତିମଧ୍ୟରେ ଜଗଦଳପୁରକୁ ମଧ୍ୟ ସିଟି ବସ ଚଳାଚଳ କରୁଛି। ସିଟି ବସ୍‌ ଚଳାଚଳ ଦ୍ୱାରା ସ୍ଥାନୀୟ ଅଟୋ ରିକ୍ସାରେ ଯାତ୍ରୀଙ୍କ ସଂଖ୍ୟା କମିବାରେ ଲାଗିଛି ା ସିଟି ବସ୍‌ ବେପରୁଆ ଭାବେ ଚଳାଚଳ ହେଉଥିବା ଯୋଗୁ ବିଭିନ୍ନ ସମୟରେ ଅଟୋକୁ ଧକ୍କା ଦେଉଥିବା ସମ୍ପୃକ୍ତ ସଂଘ ପକ୍ଷରୁ ଅଭିଯୋଗ ହୋଇଛି ା ସିଟି ହସ୍‌ପିଟାଲ ଛକ ଅଟୋ ଷ୍ଟାଣ୍ଡରେ ବର୍ତ୍ତମାନ ଅଟୋଗୁଡ଼ିକ ଧାଡ଼ି ଧାଡ଼ି ହୋଇ ଠିଆ ହୋଇଛି ା ଯାତ୍ରୀ ନ ଥିବା ଯୋଗୁ ଅଟୋ ଡ୍ରାଇଭରମାନେ ଅପେକ୍ଷାରେ ନୟାନ୍ତ ହେଉଛନ୍ତିି ା ଅଟୋ ଠିକରେ ନ ଚାଲିବା ଯୋଗୁ ରୋଜଗାର ମଧ୍ୟ ଏକ ପ୍ରକାର ହ୍ରାସ ପାଇବାରେ ଲାଗିଛି। ସିଟି ବସ୍‌ ଓ ଅଟୋ ସଂଘ ମଧ୍ୟରେ ବହୁଥର ଆଲୋଚନା ହୋଇଥିଲେ ମଧ୍ୟ ସମସ୍ୟା ସମାଧାନ ହୋଇ ନ ଥିବା କୁହାଯାଇଛି ା ବ୍ୟାଙ୍କ ଋଣ ନେଇ ଅଟୋ କିଣିଥିବା ଯୋଗୁ ଠିକ୍‌ ସମୟରେ ଋଣ ପରିଶୋଧ କରିପାରୁନଥିବା ଅଟୋଚାଳକମାନେ ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ଭଞ୍ଜନଗରରେ କାଳବୈଶାଖୀ ତାଣ୍ଡବ

ଭଞ୍ଜନଗର,୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ହେବାରୁ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ୨୨ଟି...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri