ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍‌ ଫୋରମ୍‌ ଅଧ୍ୟକ୍ଷଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍‌ ଫୋରମ୍‌ର ଅଧ୍ୟକ୍ଷ ତଥା ସିଇଓ ମୁକେଶ ଅଘିଙ୍କ ସହ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାକ୍ଷାତ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀଙ୍କ ସହ ମୁକେଶ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଭାରତ-ଆମେରିକା ମଧ୍ୟରେ ଷ୍ଟ୍ରାଟେଜିକ୍‌ ଶକ୍ତି ସହଭାଗିତାକୁ ଦୃଢ କରିବା ପାଇଁ ଦ୍ୱିପକ୍ଷ ବ୍ୟାପାରକୁ ବୃଦ୍ଧି କରିବା ଦିଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି। ସେହିପରି ଊର୍ଜା ଓ ଭିତ୍ତିଭୂମି କ୍ଷେତ୍ରରେ ପୁଞ୍ଜି ନିବେଶ କରିବା ଦିଗରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥୀ ରାତିରେ ଚାଲିଗଲା ବବଲୁଙ୍କ ଜୀବନ: ସକାଳୁ ସକାଳୁ ଜଣାପଡ଼ିଲା କାରଣ

ଲକ୍ଷ୍ନୌ,୨୫।୭: ଉତ୍ତର ପ୍ରଦେଶର ବଦାଉଁ ଜିଲାର ଉଘାଇତି ଥାନା ଅଞ୍ଚଳରେ ଅବସ୍ଥିତ ରିଓନାଇ ଗାଁରେ ବିବାହ ଉତ୍ସବର କିଛି ଘଣ୍ଟା ମଧ୍ୟରେ ଶୋକର ଛାୟା ଖେଲିଯାଇଛି। କନ୍ୟାକୁ…

ଯୁବପିଢ଼ିଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ RSS ମୁଖ୍ୟ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଆମ୍ବେଦକର ଭବନରେ ବିଶ୍ୱମଙ୍ଗଳ୍ୟ ସଭା ଦ୍ୱାରା ଆୟୋଜିତ ‘ଯୁଗାନୁକୂଳ ମାତୃତ୍ୱ’ କାର୍ଯ୍ୟକ୍ରମରେ ଭାଷଣ ଦେଇ ସଂଘ ମୁଖ୍ୟ ମୋହନ ଭାଗବତ ଯୁବପିଢ଼ି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri