Posted inଖେଳ

ୟୁଏସ୍‌ ଓପନ ଚାମ୍ପିୟନ ବାଏଙ୍କାଙ୍କୁ ମିଳିଲା ଡବ୍ଲ୍ୟୁଡବ୍ଲ୍ୟୁଇ ବେଲ୍ଟ

ନୂଆଦିଲ୍ଲୀ,୧୪।୯- ନୂଆକରି ୟୁଏସ୍‌ ଓପନ ଜିତିଥିବା କାନାଡାର ବାଏଙ୍କା ଆଣ୍ଡ୍ରେସ୍କୁଙ୍କୁ ବିଶ୍ୱ ରେଶଲିଂ ଚାମ୍ପିୟନଶିପ (ଡବ୍ଲ୍ୟୁଡବ୍ଲ୍ୟୁଇ)ର ମହିଳା ଡିଭିଜନ ଚାମ୍ପିୟନ ବେଲ୍ଟ ମିଳିଛି। ୨୩ ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ସେରେନା ଓ୍ବିଲିୟମ୍ସଙ୍କୁ ହରାଇ ଦେଇଥିବା ୧୯ ବର୍ଷୀୟ ଖେଳାଳି ଶୁକ୍ରବାର ଟୁଇଟ୍‌ କରି ଡବ୍ଲ୍ୟଡବ୍ଲ୍ୟୁଇକୁ ଉପହାର ପାଇଁ ଧନ୍ୟବାଦ୍‌ ଜଣାଇଛନ୍ତି। ଏଥିସହ ବେଲ୍ଟ ଧରିଥିବା ଫଟୋ ମଧ୍ୟ ଶେୟାର କରିଛନ୍ତି। ଏହାର ଜବାବ ଦେଇଛନ୍ତି ଡବ୍ଲ୍ୟୁଡବ୍ଲ୍ୟୁଇ ସୁପରଷ୍ଟାର ଟ୍ରିପଲ ଏଚ୍‌। ଡବ୍ଲ୍ୟୁଡବ୍ଲ୍ୟୁଇକୁ ତୁମକୁ ସର୍ବଦା ସ୍ବାଗତ କରୁଛି। କିନ୍ତୁ ସେହି ଟାଇଟଲ ପାଇଁ ତୁମେ ଚ୍ୟାଲେଞ୍ଜର ସମ୍ମୁଖୀନ ହେବ। ୟୁଏସ୍‌ ଓପନ ପାଇଁ ପୁଣି ଥରେ ଶୁଭେଚ୍ଛା ବୋଲି ଟ୍ରିପଲ ଏଚ୍‌ ଟୁଇଟ୍‌ କରିଛନ୍ତି। ଉକ୍ତ ଡବ୍ଲ୍ୟୁଡବ୍ଲ୍ୟୁଇ ବେଲ୍ଟରେ ଆଣ୍ଡ୍ରେସ୍କୁଙ୍କ ସମ୍ପୂର୍ଣ୍ଣ ନାମ ସହିତ ୟୁଏସ୍‌ ଓପନର ଲୋଗୋ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri