Posted inଖେଳ

ୟୁଏସ୍‌ ଓପନ: ସେମିରୁ ସୌରଭ ବାଦ୍‌

ଫୁଲର୍ଟନ(ଆମେରିକା),୧୪।୭(ପିଟି)- ଚଳିତ ୟୁଏସ୍‌ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଭାରତର ଅଭିଯାନ ଶେଷ ହୋଇଛି। ଅନ୍ତିମ ଭାରତୀୟ ଖେଳାଳି ଭାବେ ସୌରଭ ବର୍ମା ପୁରୁଷ ସିଙ୍ଗଲ୍ସ ବର୍ଗର ସେମିଫାଇନାଲରେ ପରାସ୍ତ ହୋଇଛନ୍ତି। ତାଙ୍କୁ ୯-୨୧, ୧୮-୨୧ ଗେମ୍‌ରେ ଥାଇଲାଣ୍ଡର ଟାନୋଙ୍ଗସାକ ସେନସୋମ୍ବୁସୁକ ହରାଇଛନ୍ତି। ବିଶ୍ୱର ୪୩ ର଼୍ୟାଙ୍କଧାରୀ ସୌରଭ ମ୍ୟାଚ୍‌ରେ ମାତ୍ର ୩୯ ମିନିଟ୍‌ ପର୍ଯ୍ୟନ୍ତ ତିଷ୍ଠି ପାରିଥିଲେ। ତାଙ୍କ ବ୍ୟତୀତ ପାରୁପଲ୍ଲୀ କାଶ୍ୟପ, ଏଚ୍‌.ଏସ୍‌. ପ୍ରନୟ, ଅଜୟ ଜୟରାମ ଓ ଲକ୍ଷ୍ୟ ସେନ ଟୁର୍ନାମେଣ୍ଟରେ ପୂର୍ବରୁ ବିଦାୟ ନେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri