୧୦ କେଜି ହରିଣ ମାଂସ ଜବତ: ଜଣେ ଗିରଫ

ମହାକାଳପଡ଼ା,୨୧।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତଘର ପଞ୍ଚାୟତର ସ୍ଥାନୀୟ କଂସାରିଡ଼ିହ ପ୍ରସ୍ଥାବିତ ସଂରକ୍ଷିତ ଜଙ୍ଗଲ ମଧ୍ୟରୁ ମଙ୍ଗଳବାର ୧୦ କେଜି ହରିଣ ମାଂସ ଜବତ ହୋଇଛି। ଏହି ଘଟଣାରେ ବନ ବିଭାଗ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୨ ଜଣ ଫେରାର ଥିବା ହୋଇଯାଇଛନ୍ତି। ଗିରଫ ଅଭିଯୁକ୍ତ ଜଣକ ହେଲେ ସୁନୀଲ ପରମାଣିକ(୩୨)। କେସ ନଂ.୧୧୦/୨୦୨୦ ରେ ଏକ ମାମଲା ରୁଜୁ ହୋଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ପୋଲିସ କହିଛି। ଏହାସହ ଘଟଣାସ୍ଥଳରୁ ୮ ଫାଶ, ୨ କଟୁରି ଜବତ ହୋଇଛି। ସୂଚନାଯୋଗ୍ୟ, ଉକ୍ତ ଜଙ୍ଗଲରେ ହରିଣ ଶିକାର କରାଯାଇ ପାରାଦୀପ ଚାଲାଣ ହେବା ଖବରପାଇ ବନ ବିଭାଗ ସକାଳେ ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri