Posted inଖେଳ

୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରିହେବା ପରେ ମ୍ୟାକ୍ସଓ୍ବେଲଙ୍କ ବିସ୍ଫୋରକ ୮୩

ମେଲବୋର୍ନ,୨୦।୧୨(ପି.ଟି.)- ଆଇପିଏଲ-୧୩ ଲାଗି ଅନୁଷ୍ଠିତ ନିଲାମ ପ୍ରକ୍ରିୟାରେ ଅଷ୍ଟ୍ରେଲିଆନ୍‌ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲଙ୍କୁ ୧୦.୭୫ କୋଟି ଟଙ୍କା କିଙ୍ଗ୍ସ ଏକାଦଶ ପଞ୍ଜାବ କିଣିଛି। ଏହାର ଗୋଟିଏ ଦିନ ପରେ ଅର୍ଥାତ ଶୁକ୍ରବାର ବିବିଏଲ୍‌ ମ୍ୟାଚ୍‌ରେ ସେ ୩୯ ବଲରୁ ୮୩ ରନ୍‌ର ଇନିଂସ ଖେଳିଛନ୍ତି। ୩୧ ବର୍ଷୀୟ ବ୍ୟାଟ୍ସମ୍ୟାନଙ୍କ ଇନିଂସରେ ୭ ଚୌକା ଓ ୫ ଛକା ସାମିଲ ଥିଲା। ଗତ ଅକ୍ଟୋବରରେ ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ୍‌ରୁ ମାନସିକ ସମସ୍ୟା ଦେଇ ଗତି କରୁଥିବା ଦର୍ଶାଇ ଓହରି ଯାଇଥିଲେ। ସେ ପୂର୍ବରୁ ପଞ୍ଜାବ ଫ୍ରାଞ୍ଚାଇଜ ପାଇଁ ୨୦୧୪ରୁ ୨୦୧୭ ପର୍ଯ୍ୟନ୍ତ ଖେଳିସାରିଛନ୍ତି। ଗତ ସଂସ୍କରଣ ଆଇପିଏଲରେ ନ ଖେଳିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri