Posted inଜାତୀୟ

୧୦ ବର୍ଷରେ ୧୫ ହଜାର ବାଂଲାଦେଶୀଙ୍କୁ ମିଳିଛି ଭାରତୀୟ ନାଗରିକତ୍ୱ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୫।୨: ଗତ ୧୦ ବର୍ଷ ମଧ୍ୟରେ ୨୧ ହଜାର ୪ ଶହ ୮ଜଣ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତ୍ୱ ମିଳିଛି। ଏନେଇ ବୁଧବାର ଲୋକ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେମାନଙ୍କ ମଧ୍ୟରେ ୧୫ ହଜାର ବାଂଲାଦେଶୀ ରହିଛନ୍ତି। ୨୦୧୦ଠାରୁ ୨୦୧୯ ମଧ୍ୟରେ ସେମାନଙ୍କୁ ଭାରତୀୟ ନାଗରିକତ୍ୱ ମିଳିଛି। ପଚରା ଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏଭଳି ଲିଖିତ ଉତ୍ତର ଦେଇଛନ୍ତି। ୨୦୧୫ରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ହୋଇଥିବା ବୁଝାମଣା ଅନୁସାରେ ୫୩ଟି ଏନକ୍ଲେଭ୍‌କୁ ଭାରତରେ ସାମିଲ୍‌ କରାଯାଇଥିଲା। ସେତେବେଳେ ୧୪ ହଜାର ୮ଶହ ୬୪ ବାଂଲାଦେଶୀଙ୍କୁ ଭାରତୀୟ ନାଗରିକତ୍ୱ ମିଳିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆସିବା ପରେ ଶରଣାର୍ଥୀଙ୍କୁ ନାଗରିକତ୍ୱ ଦିଆଯିବା ପ୍ରକ୍ରିୟା ବଢ଼ିଥିବା ନିତ୍ୟାନନ୍ଦ ରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri