୧୦ ଶ୍ରମିକଙ୍କୁ ଛତିଶଗଡ଼ ପଠାଇଲା ପ୍ରଶାସନ

ବରଗଡ଼ ଅଫିସ୍‌,୮।୫: ଲକ୍‌ ଡାଉନ୍‌ କଟକଣା ଯୋଗୁ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢ଼ି ଯାଇଛି । ସେମାନେ ଘରକୁ ଫେରିବାକୁ ଚାହୁଁଥିଲେ ମଧ୍ୟ ସେଥିରେ ବହୁ ହଟହଟାର ସମ୍ମୁଖୀନ ହେଉଛନ୍ତି। କିଏ ଚାଲି ଚାଲି ତ ଆଉ କେହି ସାଇକେଲ ଯୋଗେ ଫେରୁଥିବା ଦେଖିବାକୁ ମିଳୁଛି । ଶୁକ୍ରବାର ପିଲାଛୁଆଙ୍କ ସହିତ ୧୦ଜଣ ପ୍ରବାସୀ ଶ୍ରମିକ ଗାଇସିଲେଟ-ପଦ୍ମପୁର ରାସ୍ଥାରେ ଛତିଶଗଡ଼ ଅଭିମୁଖେ ଯାଉଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଦେଖିବା ପରେ ବିଡ଼ିଓ ଏବଂ ତହସିଲଦାରଙ୍କୁ ଖବର ଦେଇଥିଲେ । ପରେ ବିଡ଼ିଓ ନିରଞ୍ଜନ ସା ଏବଂ ତହସିଲଦାର ପୁଷ୍ପକ ପ୍ରଧାନଙ୍କ ନିର୍ଦ୍ଦେଶକ୍ରମେ ତାଲପାଲି ସରପଞ୍ଚ ସୁଶାନ୍ତ ସାହୁ ସେମାନଙ୍କ ଖାଇବା ବ୍ୟବସ୍ଥା କରିଥିଲେ । ପରେ ପ୍ରଶାସନ ପକ୍ଷରୁ ସେମାନଙ୍କୁ ଏକ ଚାରିଚକିଆ ଗାଡ଼ିରେ ଛତିଶଗଡ଼ସ୍ଥିତ ସେମାନଙ୍କ ଘରେ ଛାଡ଼ିବାକୁ ନିଆଯାଇଥିଲା। ଏହି ଶ୍ରମିକମାନେ ସୋନପୁର ଜିଲାର ଏକ ଇଟାଭାଟିରେ କାମ କରୁଥିଲେ । ମାତ୍ର ଲକ୍‌ ଡାଉନ୍‌ ପରେ କାମଧନ୍ଦା ବନ୍ଦ ହୋଇଯିବାରୁ ସେମାନେ ଚାଲି ଚାଲି ଘରକୁ ଫେରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri