୧୦ଟା ପର୍ଯ୍ୟନ୍ତ ଛାଡୁନି କୁହୁଡ଼ି, ୧୧ଡିଗ୍ରୀ ତଳେ ପାରଦ

ବାଲିଗୁଡା,୨୯ା୧୧ (ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡାରେ ଘନ କୁହୁଡି ସହ ଶୀତ ଲହରି ଜାରି ରହିଛି। ସକାଳ ୧୦ ପଯର୍‌ୟନ୍ତ କୁହୁଡି ଆଚ୍ଛାଦିତ ହୋଇ ରହୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ କରିପକାଉଛି। ଘନକୁହୁଡି କାରଣରୁ ରାତିରେ ଗାଡି ଚଳାଚଳ ବାଧାପ୍ରାପ୍ତ ହେଉଛି। ବିଶେଷକରି ରାତ୍ରକାଳୀନ ବସ୍‌ ଗୁଡିକ ଗନ୍ତବ୍ୟସ୍ଥଳରେ ଠିକ୍‌ ସମୟରେ ପହଞ୍ଚତ୍ବାରେ ଅସୁବିଧା ହେଉଛି। କୁହୁଡି ଯୋଗୁ ଗାଡି ଲାଇଟରେ ମାତ୍ର ୨୦ରୁ୩୦ ମିଟର ପର୍ଯ୍ୟନ୍ତ ରାସ୍ତା ଦେଖାଯାଉଛି। ବିଳମ୍ବିତ ରାତିରେ ବର୍ଷା ଭଳି କାକର ପଡିବା ସହ ଶୀତ ବଢୁଛି। ପାରଦ ୧୧ଡିଗ୍ରୀ ତଳକୁ ଖସିଆସିଛି। ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବଢିବ ବୋଲି ଆଶା କରାଯାଉଛି। କୁହୁଡି ଓ ଥଣ୍ଡା ଯୋଗୁ ଲୋକେ ସକାଳ ୧୦ଟା ପୂର୍ବରୁ ଘରୁ ବାହାରିବାକୁ ମୁସ୍କିଲ ହୋଇପଡୁଛି। ରାତି ୮ଟା ହେଲେ ବଜାରଘାଟ ଶୂନ୍‌ଶାନ୍‌ ହୋଇଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri