୧୦ରୁ ଊର୍ଦ୍ଧ୍ୱ ତାଳଗଛ ଜଳିଗଲା

ପଡିଆ,୧୯ା୫(ଡି.ଏନ.ଏ.)-ମାଲକାନଗିରି ଜିଲା ପଡିଆ ବ୍ଲକ କଲୋନୀରେ ବର୍ଷାପବନ ହୋଇ ଏକ ଦୁର୍ଘଟଣା ଘଟିଯାଇଛି। କଲୋନୀ ପଛପଟେ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ତାର ଛିଡିପଡି ୧୦ ତାଳଗଛ ପୋଡିଯାଇଛି। ଖବରରୁ ଜଣାପଡିଛି ରବିବାର ସନ୍ଧ୍ୟାରେ ଉକ୍ତ ଅଞ୍ଚଳରେ ବର୍ଷା ସହ ପବନ ହୋଇଥିଲା। ଏହି ସମୟରେ ୧୧ କେଭି ବିଦ୍ୟୁତ୍‌ ତାର ଶର୍ଟ ହୋଇଯାଇଥିଲା। ଫଳରେ ଏହା ସଂଷ୍ପର୍ଶରେ ଆସି ୧୦ରୁ ଊର୍ଦ୍ଧ୍ୱ ତାଳଗଛ ଜଳିଯାଇଥିଲା। ନିଆଁର ପ୍ରକୋପ ଦେଖି ଅଞ୍ଚଳବାସୀ ଭୟଭୀତ ହୋଇପଡିଥିଲେ। ଖବରପାଇ ଅଗ୍ନଶମ ଅଧିକାରୀ ବୀରେନ୍ଦ୍ର କୁମାର ସିଂ କର୍ମଚାରୀଙ୍କ ସହ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ଏଥିଯୋଗୁ କୌଣସି ଧନଜୀବନ ହାନି ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ବିଲରୁ ଘରକୁ ଫେରିବା ବେଳେ ହେଲା ବଜ୍ରପାତ, ସ୍ଵାମୀ ଆଗରେ ଗଲା ସ୍ତ୍ରୀର ଜୀବନ

କାଲିମେଳା,୨୯।୫(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ବ୍ଲକ ମହାରାଜପଲ୍ଲୀ ପଞ୍ଚାୟତ ସଦର ଗ୍ରାମରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ତେବେ ତାଙ୍କ ସ୍ବାମୀ…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପ୍ରକଳ୍ପ ଜିଲାର ବଡ଼ ପରିବର୍ତ୍ତନ ଆଣିବ: ମନ୍ତ୍ରୀ

ମାଲକାନଗିରି,୫ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ଜିଲା ପାଇଁ ମୋଟ…

ମାଲକାନଗିରି ଶାଖା କେସିସି ବ୍ୟାଙ୍କ ମ୍ୟାନେଜର ଗିରଫ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ

ମାଲକାନଗିରି, ୫।୫ (ଦୁର୍ଯ୍ୟୋଧନ ପାତ୍ର): ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିବା ଅଭିଯୋଗରେ କୋରାପୁଟ ଭିଜିଲାନ୍ସ ସୋମବାର କୋରାପୁଟ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ (କେସିସି)ର ମାଲକାନଗିରି…

କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା: ଗୋଡ଼ରେ ଲେଖି ମାଟ୍ରିକ୍‌ ପରୀକ୍ଷା ପାସ୍‌ କଲେ ଲକ୍ଷ୍ମୀ

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଦୁର୍ଯ୍ୟୋଧନ ପାତ୍ର): ଦୃଢ଼ ଇଚ୍ଛାଶକ୍ତି ଏବଂ କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା । ମାଲକାନଗିରି ଜିଲାର ଲକ୍ଷ୍ମୀ ଖିମୁଣ୍ଡୁ ୨ ହାତ…

ମାଟ୍ରିକ ପରୀକ୍ଷାରେ ମାଲକାନଗିରିର ସଫଳତା:ଶୁଭଶ୍ରୀ ଜିଲା ଟପ୍ପର

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଶିବଦତ୍ତ ସାହୁ): ଚଳିତବର୍ଷ ବାର୍ଷିକ ମାଧ୍ୟମିକ ପରୀକ୍ଷା ଫଳରେ ମାଲକାନଗିରି ଜିଲାର ପାସ ହାର ରାଜ୍ୟର ହାରାହାରି ପାସ ହାରଠାରୁ ଅଧିକ ରହିବା ସହ ସର୍ବାଧିକ…

କୋଟିଏରୁ ଅଧିକ ଟଙ୍କା ଖାଇଗଲେ ବ୍ୟାଙ୍କ ମ୍ୟାନେଜର, ମିଛ ରସିଦ୍‌ ଦେଇ…

ମାଲକାନଗିରି,୨୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଶାଖା କେସିସି ବ୍ୟାଙ୍କ ମ୍ୟାନେଜର ଶୁଭେନ୍ଦୁ ଖରା ଲ୍ୟାମ୍ପସ ଟଙ୍କାକୁ ବ୍ୟକ୍ତିଗତ କାମରେ ଖର୍ଚ୍ଚ କରିଦେଇଥିବା ଜଣାପଡ଼ିଛି। ଯାହାର ଟେର୍‌ ପାଇ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri