୧୦ରୁ ୪୯ ଶଯ୍ୟା ବିଶିଷ୍ଟ ନର୍ସିଂ ହୋମରେ ହେବ କୋଭିଡ-୧୯ର ଚିକିତ୍ସା

ନୂଆଦିଲ୍ଲୀ,୧୪।୬: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସ୍ଥିତି ବିଗିଡିବାରେ ଲାଗିଛି। ଏହାର ମୁକାବିଲା କରିବାକୁ ଏବେ ରୋଗୀଙ୍କ ପାଇଁ ବେଡ୍‌ର ଆବଶ୍ୟକତା ଜରୁରୀ ହୋଇପଡିଛି। ତେଣୁ ଦିଲ୍ଲୀରେ ଥିବା ନର୍ସିଂ ହୋମ ଗୁଡିକୁ କରୋନା ଚିକିତ୍ସାରେ ଲଗାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ୧୦ରୁ ୪୯ ଶଯ୍ୟା ବିଶିଷ୍ଟ ନିର୍ସିଂ ହୋମରେ କରୋନା ରୋଗୀଙ୍କ ଚିକିତ୍ସା ହୋଇ ପାରିବ ବୋଲି ସରକାର କହିଛନ୍ତି। ତେବେ କେବଳ ଚକ୍ଷୁ ଚିକିତ୍ସା ହେଉଥିବା ନର୍ସିଂ ହୋମ, ଇଏନ୍‌ଟି ସେଣ୍ଟର, ଡାଏଲିସିସ ସେଣ୍ଟର, ମ୍ୟାଟରନିଟି ହୋମ୍ସ ଓ ଆଇଭିଏଫ୍‌ ସେଣ୍ଟରକୁ ଏଥିରୁ ବାଦ୍‌ ଦିଆଯାଇଛି। ଏହି ନିର୍ଦ୍ଦେଶ ଜାରି ହେବା ୩ ଦିନ ମଧ୍ୟରେ ୧୦-୪୯ ଶଯ୍ୟା ବିଶିଷ୍ଟ ନର୍ସିଂ ହୋମ କରୋନା ରୋଗୀଙ୍କୁ ସେବା ଯୋଗାଇ ଦେବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?