ନୂଆଦିଲ୍ଲୀ,୨୩-୩
କରୋନା ଦ୍ୱାରା ପ୍ରଭାବିତ ନିଷ୍ପେସିତ ବର୍ଗର ବ୍ୟକ୍ତି ବିଶେଷଙ୍କ ସହାୟତା କରିବା ଲାଗି ବେଦାନ୍ତ ଗ୍ରୁପ ପକ୍ଷରୁ ୧୦୦ କୋଟି ଟଙ୍କାର ପାଣ୍ଠି ବ୍ୟବସ୍ଥା କରାଯାଇଛି। ସରକାରଙ୍କ କରୋନା ବିରୋଧି ପଦକ୍ଷେପ ଅନ୍ତର୍ଗତ ଯୋଗଦାନ ରଖିଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଦୈନିକ ଭିତ୍ତିରେ କାମ କରୁଥିବା କର୍ମଚାରୀଙ୍କ ଜୀବନ ଜିବିକା, କର୍ମଚାରୀ ଏବଂ ଠିକା କର୍ମଚାରି, ପ୍ରତିଶେଧକ ଶିକ୍ଷା ବ୍ୟବସ୍ଥା ଗ୍ରହଣ ଦିଗରେ ଏହି ପାଣ୍ଠି ଖର୍ଚ୍ଚ ହେବ। କମ୍ପାନୀର ବିଭିନ୍ନ ପ୍ଲାଣ୍ଟ ଏବଂ ଲୋକେସନରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କ ମଙ୍ଗଳଲାଗି ଏହି ପାଣ୍ଠି ଖର୍ଚ୍ଚ ହେବ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। କରୋନାକୁ ପ୍ରତିରୋଧ କରିବା ଲାଗି ସରକାର ଉଲ୍ଲେଖନୀୟ କାମ କରୁଛନ୍ତି। ଏକ ଦାୟିତ୍ୱବାନ କମ୍ପାନୀ ଭାବେ ଏ ଦିଗରେ ଯୋଗଦାନ ରଖାଯାଇଥିବା ବେଦାନ୍ତ ରିସୋର୍ସେସର କାର୍ଯ୍ୟନିର୍ବାହି ଅଧ୍ୟକ୍ଷ ଅନୀଲ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି।
୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…
ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…
ବନ୍ଦ ହୋଇଯିବ କାଗଜ ଟଙ୍କା! ଜାରି ହେବ ୫୦, ୧୦୦, ୫୦୦ ଟଙ୍କାର ନୂଆ ପ୍ଲାଷ୍ଟିକ ନୋଟ! ଜାଣନ୍ତୁ କଣ ରହିଛି RBIର ବଡ଼ ପ୍ଲାନ୍
ମୁମ୍ବାଇ,୨୯।୫: ଦେଶରେ କ୍ୟାଶ (ନଗଦ ଟଙ୍କା)ର ଚାହିଦା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି । ୟୁପିଆଇ (UPI) ପେମେଣ୍ଟ ଏବଂ ଅନଲାଇନ ଟ୍ରାଞ୍ଜାକସନ ପାଇଁ ମଧ୍ୟ କ୍ୟାଶର…
ଗ୍ୟାସ ଠାରୁ ବ୍ୟାଙ୍କିଙ୍ଗ ପର୍ଯ୍ୟନ୍ତ ବଦଳିବ ୭ ନିୟମ, ଆପଣଙ୍କ ଉପରେ ପଡିପାରେ ଅଧିକ ବୋଝ
ନୂଆଦିଲ୍ଲୀ,୨୯।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଜୁନ 1, 2026 ଠାରୁ ସାରା ଦେଶରେ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ ଆସିବାକୁ ଯାଉଛି। ଏହି…
ATM ଟଙ୍କା ଉଠାଇବା ଫେଲ୍ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ
ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…
ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!
ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…
ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ
ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…
ବିନା ପେଟ୍ରୋଲ୍ରେ ଚାଲିବ ବାଇକ୍! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍; ଜାଣନ୍ତୁ…
ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…
JIOର ଟେନ୍ସନ୍ ବଢ଼ାଇଲା BSNL, ନୂଆ ପ୍ଲାନ୍ରେ ୨୮ ଦିନ ପାଇଁ ୨-ଜିବି ଡାଟା ସହ…
ନୂଆଦିଲ୍ଲୀ,୨୮ା୫: ସରକାରୀ ଟେଲିକମ୍ କମ୍ପାନୀ BSNL ନୂତନ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଏକ ଅତ୍ୟନ୍ତ ସୁଲଭ ପ୍ରିପେଡ୍ ପ୍ଲାନ ପ୍ରଚଳନ କରିଛି। କମ୍ପାନୀ ୫୧ରେ ଏକ…
Archives

