Posted inଜାତୀୟ

୧୦୦ ଭାରତୀୟଙ୍କୁ ଏୟାର ଲିଫ୍ଟ କରିବା ପାଇଁ ଉହାନ ଯିବ ବାୟୁସେନା ବିମାନ

ନୂଆଦିଲ୍ଲୀ,୨୬।୨: ଚାଇନାରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ଇତିମଧ୍ୟରେ ଏଠାରେ ୨୬୬୩ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୭୭ ହଜାରରୁ ଅଧିକ ଲୋକ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଏବେ ମଧ୍ୟ ଚାଇନାରେ ୧୦୦ଜଣ ଭାରତୀୟ ଅଛନ୍ତି। ସେମାନଙ୍କୁ ଏୟାରଲିଫ୍ଟ କରିବା ପାଇଁ ବୁଧବାର ବାୟୁସେନା ବିମାନ ସି-୧୭ ଗ୍ଲୋବ୍‌ମାଷ୍ଟର ଚାଇନା ଯିବ। ଯେଉଁ ଭାରତୀୟମାନେ ସ୍ବଦେଶ ଫେରିବା ପାଇଁ ପଞ୍ଜିକରଣ କରିଛନ୍ତି ସେମାନଙ୍କୁ ବାୟୁସେନା ବିମାନ ଏୟାରଲିଫ୍ଟ କରିବ ବୋଲି ଭାରତୀୟ ଦୂତାବାସ ପକ୍ଷରୁ କୁହାଯାଇଛି। କିଛି ପଡୋଶୀ ଦେଶର ନାଗରିକଙ୍କୁ ମଧ୍ୟ ବିମାନରେ ଅଣାଯିବ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଇତିମଧ୍ୟରେ ଫେବୃୟାରୀ ୧ ଏବଂ ୨ରେ ୬୪୭ ଭାରତୀୟଙ୍କୁ ଚାଇନାରୁ ସ୍ବଦେଶ ଫେରାଇ ଅଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଖଣ୍ଡରେ ହଠାତ୍‌ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି

ଡେରାଡୁନ୍‌,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍‌ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି।…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

ନିରାଡମ୍ବର ଉତ୍ସବରେ ଶପଥ ନେବେ ଶିବକୁମାର, ଜାଣନ୍ତୁ କାହିଁକି ନେଲେ ଏଭଳି ନିଷ୍ପତ୍ତି

ବେଙ୍ଗାଲୁରୁ,୩୧।୫: ବର୍ଷ ବର୍ଷ ଧରି ରାଜନୈତିକ ଚାଲବାଜି ଏବଂ ସିଦ୍ଦାରାମାୟାଙ୍କ ସହ ତୀବ୍ର କ୍ଷମତା ସଂଘର୍ଷ ପରେ, ଡି.କେ. ଶିବକୁମାର ଶେଷରେ କର୍ନାଟକର ମୁଖ୍ୟମନ୍ତ୍ରୀ ହେବାର ତାଙ୍କର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

ମନ୍‌ କି ବାତ୍‌ରେ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ମୋଦି, କହିଲେ ଗ୍ରୀଷ୍ମ ପ୍ରବାହରେ…

ନୂଆଦିଲ୍ଲୀ,୩୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ୍‌’ର ୧୩୪ ତମ ସଂସ୍କରଣରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କିଛି ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଓଡ଼ିଶାର ବେଲପଣାକୁ ପ୍ରଶଂସା…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri