Odisha Elections 2024

୧୦୦୦ କୋଟିର ୬ ଏନ୍‌ପିଏ ଆକାଉଣ୍ଟ ବିକିବ ପିଏନ୍‌ବି

ନୂଆଦିଲ୍ଲୀ,୧୭-୬: ରାଷ୍ଟ୍ରାୟତ୍ତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ୧୦୦୦ କୋଟି ଟଙ୍କାରୁ ଅଧିକ ୬ ଏନ୍‌ପିଏ ଆକାଉଣ୍ଟକୁ ବିକ୍ରି କରିବାକୁ ଘୋଷଣା କରିଛି। ବିକ୍ରି ହେବାକୁ ଥିବା ଆକାଉଣ୍ଟ ଗୁଡ଼ିକ ମଧ୍ୟରେ ବନ୍ଦନା ବିଦ୍ୟୁତ ଏବଂ ଭିସା ଷ୍ଟିଲ ରହିଛି। ଅଣ ବ୍ୟାଙ୍କିଙ୍ଗ ଆର୍ଥିକ ସଂସ୍ଥା(ଏନ୍‌ବିଏଫ୍‌ସି) ତଥା ଅନ୍ୟ ବ୍ୟାଙ୍କ ଏବଂ ଆର୍ଥିକ ପ୍ରତିଷ୍ଠାନ ଏହି ଖାତାକୁ ଅଧିଗ୍ରହଣ କରିବା ଲାଗି ନିଲାମରେ ଅଂଶଗ୍ରହଣ କରିବାକୁ ଆବେଦନ କରିପାରିବେ। ଚଳିତ ମାସ ୨୬ ତାରିଖ ଯାଏ ଏଥିପାଇଁ ସମୟ ଧାର୍ଯ୍ୟ ହୋଇଛି। ୨୭ରେ ଖାତାଗୁଡ଼ିକର ନିଲାମ ଡକାଯିବ। ପିଏନ୍‌ବି ପକ୍ଷରୁ ଏକ ନୋଟିସ ଜାରି କରି କୁହାଯାଇଛି ଯେ, ଭୋପାଳର ବନ୍ଦନା ବିଦ୍ୟୁତ ଷ୍ଟିଲ୍‌ ଲାଗି ୪୫୪.୦୨ କୋଟି ଟଙ୍କାର ସଂରକ୍ଷିତ ମୂଲ୍ୟ ରଖାଯାଇଥିବାବେଳେ କୋଲକାତାର ଭିସା ଷ୍ଟିଲ ପାଇଁ ୪୪୩.୭୬କୋଟି ଟଙ୍କା ଧାର୍ଯ୍ୟ ହୋଇଛି। ଅନ୍ୟ ୪ ଆକାଉଣ୍ଟ ହେଲା ଟେମ୍ପେଟେଶନ ଫୁଡ୍ସ, ହିଲିୟସ ଫଟୋଭୋଲ୍ଟିକ୍‌, କ୍ୟାବକମ୍‌ କେବଲ୍ସ ଓ ଜୁମ୍‌ ବଲ୍ଲଭ ଷ୍ଟିଲ୍‌।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବକାଳୀନ ଉଚ୍ଚରେ ନିଫ୍ଟି, ୬୦୦ ପଏଣ୍ଟ ସେନସେକ୍ସ ବୃଦ୍ଧି

ମୁମ୍ବାଇ, ୨୩।୫: ଗୁରୁବାର ଶେୟାର ବଜାର ଉପରେ ଲକ୍ଷ୍ମୀ ମା’ଙ୍କର ଶୁଭ ଦୃଷ୍ଟି ପଡିଛି। ଲୋକ ସଭା ନିର୍ବାଚନ ଶେଷ ଆଡକୁ ଆଗ୍ରଗତି କରୁଥିଲା ବେଳେ...

କଟକରେ ମଣ୍ଟେ କାର୍ଲୋର ଏକ୍ସକ୍ଲୁସିଭ ଆଉଟ୍‌ଲେଟ

କଟକ,୨୩।୫: ମଣ୍ଟେ କାର୍ଲୋ ଫ୍ୟାଶନ ଲିମିଟେଡ୍‌ (ଏମ୍‌ସିଏଫ୍‌ଏଲ୍‌)ର ନୂତନ ତଥା ଏକ୍ସକ୍ଲୁସିଭ ଆଉଟ୍‌ଲେଟ(ଷ୍ଟୋର) ବୁଧବାର କଟକର ବଜ୍ରକବାଟୀ ରୋଡ୍‌ଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ଏପିବିର ବାର୍ଷିକ ଫଳାଫଳ: ରାଜସ୍ବ ୪୨% ବୃଦ୍ଧି

ଭୁବନେଶ୍ୱର,୨୩।୫: ଦେଶର ପ୍ରମୁଖ ଘରୋଇ ଆର୍ଥିକ ସଂସ୍ଥା ତଥା ଏୟାରଟେଲ ପେମେଣ୍ଟସ ବ୍ୟାଙ୍କ(ଏପିବି)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର...

ଅନ୍ତର୍ଜାତୀୟ କ୍ଲିନିକାଲ ଟ୍ରାଏଲ୍‌ ଡେ

ଭୁବନେଶ୍ୱର,୨୩।୫: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଅନ୍ତର୍ଜାତୀୟ କ୍ଲିନିକାଲ ଟ୍ରାଏଲ୍‌ ଡେ (ଦିବସ) ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରର ପଟିଆସ୍ଥିତ ଏକ ଘରୋଇ...

ନିବେଶକଙ୍କୁ ଠକୁଛନ୍ତି ପିଗ୍‌ ବଚରିଙ୍ଗ୍‌ ସ୍କାମର, ଜାଣନ୍ତୁ ଏହା କ’ଣ?

ଭୁବନେଶ୍ୱର,୨୩।୫ (ଅନୁରାଧା ମହାରଣା): ଷ୍ଟକ୍‌ ମାର୍କେଟରେ ପୁଞ୍ଜି ବିନିଯୋଗ କରିବା ଧାରା ବୃଦ୍ଧି ପାଉଥିବାବେଳେ ନୂତନ ପ୍ରକାର ଠକେଇ ଏବଂ ସ୍କାମ୍‌ ମଧ୍ୟ ବଢ଼ିବାରେ ଲାଗିଛି।...

୨୦୨୯ ସୁଦ୍ଧା ୫ଜି ମୋବାଇଲ୍ ଗ୍ରାହକଙ୍କ ସଂଖ୍ୟା ୮୬ କୋଟି ଛୁଇଁବ, ଡାଟା ବ୍ୟବହାର କ୍ଷେତ୍ରରେ ଆଗରେ ଭାରତ

ନୂଆଦିଲ୍ଲୀ,୨୨ା୫: ଦେଶରେ ୫ଜି ମୋବାଇଲ୍ ଗ୍ରାହକଙ୍କ ଆଧାର ୨୦୨୩ ରେ ୧୩୦ ନିୟୁତ ଥିଲା, ଯାହାର ସଂଖ୍ୟା ୮୬୦ ନିୟୁତକୁ ବୃଦ୍ଧି ହୋଇପାରେ ଅର୍ଥାତ୍ ୨୦୨୯...

ପ୍ରତିବନ୍ଧକ ହଟାଇବା ପରେ ୪୫,୦୦୦ ଟନରୁ ଅଧିକ ପିଆଜ ରପ୍ତାନି କଲାଣି ଭାରତ

ନୂଆଦିଲ୍ଲୀ,୨୨ା୫: ଚଳିତ ମାସ ଆରମ୍ଭରେ ବାହ୍ୟ ପରିବହନ ଉପରେ ପ୍ରତିବନ୍ଧକ ହଟାଯିବା ପରଠାରୁ ଭାରତ 45,000 ଟନରୁ ଅଧିକ ପିଆଜ ରପ୍ତାନି କରିଛି ବୋଲି ଜଣେ...

ସରକାରଙ୍କୁ ୨.୧୧ ଲକ୍ଷ କୋଟିର ରେକର୍ଡ ଡିଭିଡେଣ୍ଡ ଅନୁମୋଦନ କଲା ଆରବିଆଇ

ମୁମ୍ବାଇ,୨୨ା୫: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ୨୦୨୪ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାରଙ୍କୁ ପ୍ରାୟ ୨.୧୧ ଲକ୍ଷ କୋଟି ଟଙ୍କାର ଡିଭିଡେଣ୍ଡ ଅନୁମୋଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri