୧୦୭ ଛୁଇଁଲା କେନ୍ଦୁଝରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର,୨୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭ରେ ପହଞ୍ଚିଛି। ଚିହ୍ନଟ ୨ ଜଣ ଘଷିପୁରା ବ୍ଲକ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଜଣଙ୍କ ସ୍ବାବ ପରୀକ୍ଷା ପରେ ପଜିଟିଭ୍‌ ଚିହ୍ନଟ ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ ତାମିଲନାଡ଼ୁ ଓ ଜଣେ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡ଼ିଛି। ସମସ୍ତେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଙ୍ଗରୋଧରେ ଥିଲେ। ସେମନଙ୍କୁ କେନ୍ଦୁଝର କୋଭିଡ-୧୯ ହସ୍ପିଟାଲକୁ ଚିକିତ୍ସା ଲାଗି ପଠାଯାଇଛି । ଜିଲାର ୧୦୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୭୬ ଜଣ ସୁସ୍ଥ ହୋଇ ଘରକୁ ଫେରି ଥିବା ବେଳେ ଅନ୍ୟ ୩୧ ଜଣ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆ ଆଦର୍ଶ ବିଦ୍ୟାଳୟର ୧୦ମ ପରୀକ୍ଷା ଫଳାଫଳ: ସ୍ନେହାଶିଷ ପଣ୍ଡା ଟପ୍ପର

ରାଇକିଆ,୧୬।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ନେହାସିଶ ପଣ୍ଡା ସିବିଏସ୍‌ଇର ୧୦ମ ଶ୍ରେଣୀ ପରୀକ୍ଷାରେ ୯୭.୬% ମାର୍କ ରଖି ଟପ୍ପର ହୋଇ…

ଧାନମଣ୍ଡି ପାଇଁ ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କେବାଡ଼ ଗ୍ରାମରେ ଏକ ଧାନମଣ୍ଡି ଖୋଲିବାକୁ ଦାବି ହୋଇଛି। ଏହି ଦାବି ନେଇ ବୁଧବାର ଗ୍ରାମର ଚାଷୀମାନେ…

ରାସ୍ତା ନ ଥିବାରୁ ରନ୍ଧା ସାମଗ୍ରୀ ଧରି ଧାରଣା ବସିଲେ ପଡ଼ାବାସୀ

ବରଗଡ଼,୧୬ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା ଗ୍ରାମର ନୂଆଁପଡ଼ା। ଦୀର୍ଘ ୭ବର୍ଷ ପୂର୍ବରୁ ଲୋକେ ଏଠାରେ ବସତି ସ୍ଥାପନ କରିଛନ୍ତି। ଏହି ପଡ଼ାରେ…

ସିବିଏସ୍‌ଇ ଦଶମ ପାସ୍‌ ହାର ୯୩.୭୦%

ଭୁବନେଶ୍ୱର,୧୬ା୪(ସୁଚିସ୍ମିତା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ସର୍ବ ଭାରତୀୟସ୍ତରରେ ଦଶମ ପାସ୍‌ ହାର ୯୩.୭୦% ରହିିଥିବାବେଳେ…

ଇରାନ୍‌ରେ ମୁନିର, ସାଉଦି ଆରବରେ ଶରିଫ୍‌

ତେହରାନ୍‌/ରିୟାଦ,୧୬ ୪: ପାକିସ୍ତାନର ସର୍ବୋଚ୍ଚ ସାମରିକ ଅଧିକାରୀ ଫିଲ୍ଡ ମାର୍ଶାଲ ଆସିମ ମୁନିର ବୁଧବାର ଇରାନ୍‌ରେ ପହଞ୍ଚତ୍ଥିବାବେଳେ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ସାଉଦି ଆରବ ଗସ୍ତ କରିଛନ୍ତି।…

ଆମେରିକା ଦେଲା ଝଟକା: ଆଉ ରୁଷିଆଠାରୁ ଶସ୍ତା ତେଲ କିଣିପାରିବ ନାହିଁ ଭାରତ

ତେହରାନ୍‌,୧୬।୪: ହର୍ମୁଜ ଅବରୋଧ ମଧ୍ୟରେ, ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ଆଘାତ ଦେଇଛି। ଯାହା ଅନେକ ଦେଶକୁ ପ୍ରଭାବିତ କରିବ। ପ୍ରକୃତରେ, ଆମେରିକା ଆଉ ଭାରତକୁ ରୁଷୀୟ ତେଲ…

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍  ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ…

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri