୧୧ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୫ ପଜିଟିଭ୍‌ ଚିହ୍ନଟ: ଅଞ୍ଚଳବାସୀ ଭୟଭୀତ

ଭୋଗରାଇ,୧୦ା୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ରବିବାର ଏକା ଥରକେ ୧୧ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୫ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଏହି ୧୫ ଜଣଙ୍କ ମଧ୍ୟରୁ ୧୧ ଜଣ କୋଲକାତା ଫେରନ୍ତା, ୩ ଜଣ କେରଳ ଏବଂ ଜଣେ ବାଙ୍ଗାଲୋରରୁ ଆସି ଭୋଗରାଇର ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ଏଥି ମଧ୍ୟରୁ ୩ ମହିଳା ଥିବାବେଳ ୧୨ ପୁରୁଷ ସଂକ୍ରମିତ ହୋଇଛନ୍ତି। ସମସ୍ତଙ୍କର ବୟସ ୫୦ରୁ କମ୍‌ ରହିଛି। ବାଲେଶ୍ୱର ଉପଜିଲାପାଳଙ୍କ ସହିତ ବାଲେଶ୍ୱର କୋଭିଡ୍‌-୧୯ର ଏକ ଡାକ୍ତରୀ ଦଳ ଘଟଣାସ୍ଥଳରେ ପହଞ୍ଚି କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୫ ଆକ୍ରାନ୍ତଙ୍କୁ କୋଭିଡ୍‌ ହସ୍ପିଟାଲକୁ ନିଆଯାଇଛି l ଓଡ଼ିଶାର ସର୍ବବୃହତ ବ୍ଲକ ଭୋଗରାଇରେ କରୋନା ପଜିଟିଭ୍‌ ଚି଼ହ୍ନଟ ପରେ ସୀମାନ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ଯନ୍ତ୍ରୀଙ୍କ ‘ଜାଲ୍‌’ ବିଲ୍‌ ଆତ୍ମସାତ ଚିଠା : ବିନା କାମରେ କୋଟି କୋଟି ଟଙ୍କା ଲୁଟ୍‌, ଭିଜିଲାନ୍ସ ତଦନ୍ତ ଦାବି

ଥୁଆମୂଳ ରାମପୁର, ୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ଯୋଜନାର କାର୍ଯ୍ୟାନ୍ୱୟନକୁ ନେଇ ସାଂଘାତିକ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ବ୍ଲକର…

ପରାଜୟ ସହିପାରୁନାହାନ୍ତି TMC ସମର୍ଥକ! ବିଜୟ ଶୋଭାଯାତ୍ରା ବେଳେ ଭାଜପା କର୍ମୀଙ୍କୁ ନିର୍ମମ ହତ୍ୟା

କୋଲକାତା,୫।୫: ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପରେ ପୁଣି ଥରେ ରକ୍ତାକ୍ତ ହୋଇଛି ରାଜ୍ୟର ରାଜନୀତି। ନ୍ୟୁଟାଉନ ଅଞ୍ଚଳରେ ଜଣେ ଭାଜପା କର୍ମୀଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା…

କୋଟିଆରେ ସ୍ଥାପନ ହେଲା ଦେବୀ ସୁଭଦ୍ରାଙ୍କ ରଥର ଚକ

କୋରାପୁଟ/ ପଟାଙ୍ଗି , ୫/୫(ଅମିତାଭ ବେହେରା/ ଶରତ ଧଳ ) ମଙ୍ଗଳବାର ପୂର୍ବାହ୍ନରେ କୋରାପୁଟ ଜିଲାର ସୀମାନ୍ତ କୋଟିଆ ଜଗନ୍ନାଥ ମନ୍ଦିରରେ ଦେବୀ ସୁଭଦ୍ରାଙ୍କ ରଥର ଚକ…

ନ୍ୟାୟ ପାଇଁ ଧାରଣାରେ ବସିଥିବା ଯୁବତୀଙ୍କୁ ହତ୍ୟା ବଞ୍ଚାଇ ପାରିଲାନି ପୋଲିସ, ଦିଅର ଅଟକ

ହିଞ୍ଜିଳିକାଟୁ, ୫।୫(ଦ୍ବିତୀକୃଷ୍ଣ ପଣ୍ଡା): ପ୍ରେମ ବିବାହ କରି ନିଜ ଅଧିକାର ପାଉ ନଥିବା ଜଣେ ଯୁବତୀ ୨ବର୍ଷିୟା ଶିଶୁକନ୍ୟାକୁ ଧରି ଶାଶୁଘର ଆଗରେ ଧାରଣା ଦେଇଥିବା ବେଳେ…

ବଜ୍ରପାତ ନେଲା ଜୀବନ

ନନ୍ଦପୁର,୫।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ(ଲମତାପୁଟ ବ୍ଲକ) ବନମାଳୀପୁଟ ପଞ୍ଚାୟତ ସଦର ମହକୁମାରରେ ମଙ୍ଗଳବାର ବଜ୍ରପାତ ଘଟି ଗୋଟିଏ ଗାଈ ଏବଂ ଗୋଟିଏ…

ରାହୁଲଙ୍କ ସହ ହାତ ମିଶାଇବେ ବିଜୟ, ସରକାର ଗଠନ ପାଇଁ ବଡ଼ ରାଜନୈତିକ ଡ୍ରାମା, ଚାଲିଛି…

ଚେନ୍ନାଇ,୫।୫: ତାମିଲନାଡୁ ବିଧାନସଭା ନିର୍ବାଚନ ଶେଷ ହେବା ପରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ ଦେଖିବାକୁ ମିଳିଛି। ପ୍ରଥମ ଥର ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ସୁପରଷ୍ଟାର…

ବିଜୁ ଜନତାଦଳ ରାଜ୍ୟ ସମ୍ପାଦକ ହେଲେ ବିପ୍ଳବ: ଦିଗପହଣ୍ଡିରେ ଦଳୀୟ କର୍ମୀ ଉଲ୍ଲସିତ

ଦିଗପହଣ୍ଡି,୫|୫(ଅଶେଷ ନାଥ ମିଶ୍ର)  ବିଜୁ ଜନତାଦଳ ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର  ରାଜ୍ୟ ଦଳୀୟ ସଙ୍ଗଠନ ର ପୁନର୍ବିନ୍ୟାସ କରିବା ସହ…

ରତିକାନ୍ତଙ୍କୁ ଗୁରୁଦାୟିତ୍ୱ ଦେଲା ବିଜେଡି: କହିଲେ…

ବଞ୍ଚୋ,୫।୫(ପ୍ରଦୋଷ କୁମାର ବିଶ୍ୱାଳ): ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଅଫିସ ଆର୍ଡର ନଂ ୩୬, ତାରିଖ ୦୫/୦୫/୨୦୨୫ ଅନୁଯାୟୀ ରାଜ୍ୟର ବିଭିନ୍ନ ପଦବୀ ପାଇଁ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri