୧୧ ଜିଲାରେ ଶନିବାର, ରବିବାର ଶଟ୍‌ଡାଉନ୍‌

ଭୁବନେଶ୍ୱର,୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସପ୍ତାହକୁ ଦୁଇଦିନିଆ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ରାଜ୍ୟର ୧୧ଟି ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ବଲାଙ୍ଗୀର ଜିଲାରେ ଜୁନ୍‌ ୩୦ ଯାଏ ସପ୍ତାହର ଶନିବାର, ରବିବାର ଶଟ୍‌ଡାଉନ୍‌ ହେବ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ସୂଚନା ଦେଇଛନ୍ତି।
ଶଟ୍‌ଡାଉନ୍‌ ଦିନରେ କୌଣସି ଅଫିସ୍‌ ଖୋଲିପାରିବ ନାହିଁ। ପୂର୍ବଭଳି କେବଳ ଅତ୍ୟାବଶ୍ୟକ ସେବା ଚାଲୁ ରହିବ ବୋଲି ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ କହିଛନ୍ତି। ଏହି ସମୟରେ କେବଳ ସ୍ବାସ୍ଥ୍ୟ, ଅଗ୍ନିଶମ, ପୋଲିସ କର୍ମଚାରୀମାନେ ଯିବା ଆସିବା କରିପାରିବେ। ପେଟ୍ରୋଲ ପମ୍ପ୍‌ ମଧ୍ୟ ଖୋଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri