୧୧ ବର୍ଷରେ ବ୍ୟାଙ୍କକୁ ଦିଆଯାଇଛି ୩.୧୫ ଲକ୍ଷ କୋଟି

ନୂଆଦିଲ୍ଲୀ,୯-୭: କେନ୍ଦ୍ର ସରକାର ବିଗତ ୧୧ବର୍ଷରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ୩.୧୫ ଲକ୍ଷ କୋଟି ଟଙ୍କା ପ୍ରଦାନ କରିଛନ୍ତି ବୋଲି ସୋମବାର ପାର୍ଲାମେଣ୍ଟରେ ପ୍ରକାଶ କରିଛନ୍ତି। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକରେ ନଗଦର ଅଭାବ ଉପରେ ଆଗତ ପ୍ରଶ୍ନର ଉତ୍ତର ଦେଇ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ସିଂ ଠାକୁର ଲୋକ ସଭାରେ କହିଛନ୍ତି ଯେ, ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ମିନିମମ୍‌ କ୍ୟାପିଟାଲ ଟୁ ରିସ୍କ-ଓ୍ବେଟେଡ ଆସେଟ ରେସିଓ(ସିଆର୍‌ଏଆର୍‌) ୯% ରଖିବାକୁ ବାଧ୍ୟ। ଚଳିତ ବର୍ଷ ୩୧ ମାର୍ଚ୍ଚ ସୁଦ୍ଧା ୧୮ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏହି ସିଆର୍‌ଏଆର୍‌ ଆବଶ୍ୟକତା ପୂରଣ କରିଛନ୍ତି। ସେମାନେ ଆଭ୍ୟନ୍ତରୀଣ ଉପରେ ନଗଦ ହାସଲ କରିବା ସହିତ, ଷ୍ଟକ୍‌ ବଜାରରୁ ଟଙ୍କା ଉଠାଇଥାନ୍ତି ଅଥବା ସରକାର ସେମାନଙ୍କୁ ପୁଞ୍ଜି ପ୍ରଦାନ କରନ୍ତି। ଆର୍ଥିକ ବର୍ଷ ୨୦୦୯ରୁ ୨୦୧୯ ପର୍ଯ୍ୟନ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ୨,୮୧,୬୧୬ କୋଟି ଟଙ୍କାର ପୁଞ୍ଜି ଅନ୍ୟାନ୍ୟ ସୂତ୍ରରୁ ହାସଲ କରିବା ସହ ଏହି ସମୟ ମଧ୍ୟରେ ୯୮,୩୭୩ କୋଟି ଟଙ୍କାର ନେଟ୍‌ ଲାଭ କରିଛନ୍ତି ବୋଲି ଠାକୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri