୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଲା ଯାତ୍ରୀବାହୀ ବସ୍‌ : ୯ ମୃତ, ୩୦ରୁ ଊର୍ଦ୍ଧ୍ୱ ଗୁରୁତର

ଗୋପାଳପୁର, ୯।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଡରାଜପୁର ଗ୍ରାମ ନିକଟରେ ରବିବାର ମଧ୍ୟାହ୍ନରେ ଏକ ଯାତ୍ରୀବାହୀ ବସ୍‌ ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଦୁର୍ଘଟଣା ଘଟିଛି। ଏଥିରେ ୯ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକ, ପୋଲିସ ଓ ଅଗ୍ନିଶମ କର୍ମଚାରୀ ଗୁରୁତରଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଛନ୍ତି। ଏକ  ନିର୍ବନ୍ଧ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଡଙ୍କଲପାଡ଼ୁ ଗ୍ରାମ ଲୋକେ ଉକ୍ତ ବସ୍‌ ଯୋଗେ ଚିକରଡ଼ା ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri