୧୧ବର୍ଷର ଝିଅକୁ ୩୩ବର୍ଷୀୟ ଯୁବକଙ୍କୁ ବିକିଦେଲେ ପିତା: ୩ ଦିନ ବଳାତ୍କାର କରି ଛାଡ଼ିଦେଲେ ଯୁବକ

ଭୋପାଳ, ୨୦।୫: ମଧ୍ୟ ପ୍ରଦେଶର ଛତରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମଦୁଆ ନିଜ ୧୧ବର୍ଷ ଝିଅଙ୍କୁ ୫୦ ହଜାର ଟଙ୍କାରେ ୩୩ବର୍ଷୀୟ ଯୁବକଙ୍କୁ ବିକି ଦେଇଛନ୍ତିି। ଉକ୍ତ ଯୁବକ ଜଣଙ୍କ ଝିଅଟିକୁ ୩ ଦିନ ପର୍ଯ୍ୟନ୍ତ ବଳାତ୍କାର କରି ଛାଡି ଦେଇଥିଲେ। ପୀଡିତା ଜଣକ ଏନେଇ ପୋଲିସରେ ଏକ ମାମଲା ରୁଜୁ କରିଛନ୍ତି। ସେ କହିଛନ୍ତି, ମେ ୧୨ ତାରିଖରେ ତାଙ୍କ ପିତା ୫୦ ହଜାର ଟଙ୍କା ପାଇଁ ତାଙ୍କୁ ଜଣେ ୩୩ବର୍ଷର ବ୍ୟକ୍ତିଙ୍କ ସହ ବିବାହ କରାଇଦେଇଥିଲେ। ମନ୍ଦିରରେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ଉକ୍ତ ଯୁବକ ଜଣକ ତାଙ୍କ ବେକରେ ମଙ୍ଗଳସୁତ୍ର ପିନ୍ଧାଇଥିଲେ ବୋଲି ପୀଡିତା ଜଣଙ୍କ ପୋଲିସକୁ ବୟାନ ଦେଇଛନ୍ତି। ପିତା ସବୁବେଳେ ମଦ ପିଉଥିବାରୁ ମା’ ତାଙ୍କୁ ଛାଡି ଅଲଗା ରହୁଛନ୍ତି। ପୋଲିସ ପୋକ୍ସୋ ଆଇନ ବଳରେ ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri