୧୧ରେ ସରକାରୀ ଓକିଲଙ୍କ ବିଶାଳ ସମ୍ମିଳନୀ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଅଲ୍‌ ଓଡିଶା ଲ ଅଫିସର୍ସ ଆସୋସିଏଶନ ପକ୍ଷରୁ ଆସନ୍ତା ୧୧ ତାରିଖରେ ଇଡ୍‌କଲ ଅଡିଟୋରିୟମରେ ସରକାରୀ ଓକିଲଙ୍କ ବିଶାଳ ସମ୍ମିଳନୀ ହେବ। ରାଜ୍ୟର ବିଭିନ୍ନ ଅଦାଲତରେ କାର୍ଯ୍ୟ କରୁଥିବା ସରକାରୀ ଓକିଲ(ଦଓ୍ବୋନୀ ଓ ଫୌଜଦାରୀ)ମାନେ ଯୋଗଦେବେ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆଇନମନ୍ତ୍ରୀ, କୃଷିମନ୍ତ୍ରୀ, ଆଡଭୋକେଟ ଜେନେରାଲ(ଏଜି) ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସଂଘ ତରଫରୁ ସରକାରୀ ଓକିଲମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ କେତେକ ଦାବି ସରକାରଙ୍କ ନିକଟରେ ଉପସ୍ଥାପନ କରାଯିବ ବୋଲି ଖବରଦାତା ସମ୍ମିଳନୀରେ ସଂଘ ପକ୍ଷରୁ ଏହା କୁହାଯାଇଛି। ଖବରଦାତା ସମ୍ମିଳନୀରେ ବରିଷ୍ଠ ଆଇନଜୀବୀ ପ୍ରବୀର ପଟ୍ଟନାୟକ, ଡା ସୁରେଶ କୁମାର ବାରିକ, ବିଶ୍ୱନାରାୟଣ ମହାନ୍ତି, ଭିକାରୀ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri