୧୧୬୧ ଜଣଙ୍କ ୧୪ ଦିନିଆ ଆଇସୋଲେଶନ ଅବଧି ସରିଲା

ଶେରଗଡ଼,୬ା୪(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକକୁ ଗତ ୨୨ ତାରିଖ ପୂର୍ବରୁ ରାଜ୍ୟ ବାହାରୁରୁ ୧୧୬୧ ଜଣ ବ୍ୟକ୍ତି ଫେରିଥିଲେ। ବ୍ଲକ ପ୍ରଶାସନ ଜାଣିବା ପରେ ଗ୍ରାମପଞ୍ଚାୟତ ନୋଡାଲ ଅଧିକାରୀ ଓ ପଞ୍ଚାୟତ ଗ୍ରାମ ସେବକ, ସରପଞ୍ଚଙ୍କ ଜରିଆରେ ସମସ୍ତ ୧୧୬୧ଜଣଙ୍କୁ ନିଜ ଘରେ ଆଇସୋଲେଶନରେ ରଖିବାକୁ ସେମାନଙ୍କ ପରିବାରଙ୍କୁ ନିବେଦନ କରାଯାଇଥିଲା। ତାଙ୍କ ଘର ଆଗରେ ଏକ ପୋଷ୍ଟର ମଧ୍ୟ ଲଗାଯାଇଥିଲା। ସୋମବାର ସେମାନଙ୍କ ୧୪ଦିନ ପୁରିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଲକ୍‌ଡାଉନ୍‌ କଟକଣା ଥିବାରୁ ଏହାକୁ ମାନିବା ସହ ସାମାଜିକ ଦୂରତ୍ୱ ରଖିବା ଜରୁରୀ ବୋଲି ସେମାନଙ୍କୁ କୁହାଯାଇଥିବା ବିଡିଓ ସୁରଞ୍ଜନ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri