Posted inଜାତୀୟ

୧୨ ଆସନରେ ଭାଜପା ଆଗରେ ଥିବାରୁ ବିଜୟେନ୍ଦ୍ରଙ୍କୁ ମିଠା ଖୁଆଇଲେ ୟେଦୁରପ୍ପା

ବେଙ୍ଗାଲୁରୁ,୯।୧୨: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଏବେ ଟିକେ ଖୁସିଥିବା ଦେଖାଯାଇଛି। ସୋମବାର କର୍ନାଟକର ୧୫ ବିଧାନସଭା ଆସନର ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଥିବା ବେଳେ ସେ ସାମାନ୍ୟ ଖୁସି ଅଛନ୍ତି। ସକାଳ ପ୍ରାୟ ୧୧ ଟା ସୁଦ୍ଧା ତାଙ୍କ ଦଳ ଅର୍ଥାତ୍‌ ଭାରତୀୟ ଜନତା ପାର୍ଟି(ଭାଜପା) ୧୨ଟି ଆସନରେ ଆଗୁଆ ଥିବା ବେଳେ ଏହାକୁ ନେଇ ସେ ଖୁସି ବ୍ୟକ୍ତ କରିଛନ୍ତି। କେବଳ ସେତିକି ନୁହେଁ ଏହି ଖୁସିକୁ ଜାହିର କରିବା ପାଇଁ ସେ ତାଙ୍କ ପୁଅ ବିଜୟେନ୍ଦ୍ରଙ୍କୁ ମିଠା ଖୁଆଉଥିବା ଦେଖାଯାଇଛି। ସୂଚନାଯୋଗ୍ୟ, ଏବେ ୟେଦୁରପ୍ପାଙ୍କୁ ୬ଟି ଆସନରେ ବିଜୟଲାଭ କରିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri