ଏସ୍‌ଏଚଜି ଜରିଆରେ ରନ୍ଧାଖାଦ୍ୟ ବଣ୍ଟନ

କର୍ଲାମୁଣ୍ଡା, ୨।୪ (ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ୨୦୯ ଜଣ ମହିଳା, ପୁରୁଷଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ଲକ୍‌ ଡାଉନ ଯୋଗୁ ପ୍ରଭାବିତ ହୋଇଥିବା ନିରାଶ୍ରୟ, ମାନସିକ ବିକାରଗ୍ରସ୍ତ ତଥା ଭିକ୍ଷାବୃତ୍ତି କରି ଜୀବନ ବିତାଉଥିବା ଲୋକମାନଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦେବାକୁ ରାଜ୍ୟ ସରକାର ପଞ୍ଚାୟତମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ତତ୍‌ଅନୁସାରେ ଏହି ବ୍ଲକର କର୍ଲାମୁଣ୍ଡା ପଞ୍ଚାୟତ ପାଇଁ ମାଁ ବୃନ୍ଦାବତୀ ଏସଏଚଜି, ରିହଜା ପାଇଁ ଆଦିଶକ୍ତି ଏସଏଚଜି, ସ.ମାଲପଡା ପଞ୍ଚାୟତରେ ମାଁ ସମଲେଶ୍ୱରୀ, ବୋରପଦର ପଞ୍ଚାୟତରେ ଶିବଶକ୍ତି ଏସଏଚଜି, ରେଗଡା ପଞ୍ଚାୟତରେ ମାଁ ସମଲେଶ୍ୱରୀ ଏସଏଚଜି, ଯୋରାଡବରା ପଞ୍ଚାୟତରେ ଜୟ ମାଁ ଦୁର୍ଗା ଏସଏଚଜି, ସାପଲହରା ପଞ୍ଚାୟତରେ ମାଁ ଭବାନୀ ଏସଏଚଜି, ରିଷିଡାରେ ସତ୍ୟସାଇ ଏସଏଚଜି, ଗଜବାହାଲରେ ଲକ୍ଷ୍ମୀନାରାୟଣୀ ଏସଏଚଜି, ତେରେସିଙ୍ଗାରେ ମାଁ ଲକ୍ଷ୍ମୀନାରାୟଣୀ ଏସଏଚଜି, ଗୌରକେଲାରେ ସରସ୍ବତୀ ଏସଏଚଜି ଓ ରାଜପୁର ପଞ୍ଚାୟତରେ ଅନ୍ନପୂର୍ଣ୍ଣା ଏସଏଚଜି ଜରିଆରେ ୨୦୯ ଜଣ ବ୍ୟକ୍ତିଙ୍କୁ ରନ୍ଧାଖାଦ୍ୟ ଦିଆଯାଉଛି । କର୍ଲାମୁଣ୍ଡା ବିଡିଓ ପ୍ରିୟଦର୍ଶନୀ ମିର୍ଦ୍ଧା, ସିଡିପିଓ ପାର୍ବତୀ ସାହୁ, ମିଶନଶକ୍ତି ବ୍ଲକ ସଂଯୋଜକ ବିପିନ କୁମାର ବାରିକ ଓ ବ୍ଲକର ସମସ୍ତ ସରପଞ୍ଚମାନେ ନିୟମିତ ଭାବେ ତଦାରଖ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri