୧୨ ଘଣ୍ଟା ବଢ଼ିଲା କର୍ଫ୍ୟୁ କଟକଣା

ଭଦ୍ରକ ଅଫିସ,୧୩ା୫: ଭଦ୍ରକ ଷ୍ଟେଶନଠାରୁ ୫୦୦ ମିଟର ଅବଧି ମଧ୍ୟରେ ଜାରି ହୋଇଥିବା ୨୪ଘଣ୍ଟିଆ କର୍ଫ୍ୟୁ କଟକଣା ନ ସରିବା ପୂର୍ବରୁ ପୁଣି ୧୨ଘଣ୍ଟିଆ କର୍ଫ୍ୟୁ ଅବଧି ବଢ଼ାଇ ଦିଆଯାଇଛି। ବୁଧବାର ଅପରାହ୍ନ ୨ଟାରୁ ଗୁରୁବାର ସକାଳ ୭ଟା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ଟୁଇଟର୍‌ ଯୋଗେ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ମଙ୍ଗଳବାର ଅପରାହ୍ନ ୨ଟାରୁ ବୁଧବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ କଟକଣା ଜାରି ହୋଇଥିଲା। କିନ୍ତୁ ଏହି ଅବଧି ବଢ଼ାଇ ଦିଆଯାଇଛି। ପ୍ରବାସୀ ଓଡ଼ିଆମାନେ ବିଭିନ୍ନ ଅଞ୍ଚଳରୁ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଆସି ଷ୍ଟେଶନରେ ଓହ୍ଳାଉଥିବାରୁ ଏହି ଅଞ୍ଚଳରେ ଲୋକଙ୍କ ସୁରକ୍ଷା କାରଣରୁ କର୍ଫ୍ୟୁ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?