୧୨ ଘଣ୍ଟିଆ ବାଙ୍କୀ ବନ୍ଦ: ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ

ବାଙ୍କୀ,୨୯।୨(ଡି.ଏନ୍‌.ଏ.): କଟକ ଜିଲା କଂଗ୍ରେସ ପକ୍ଷରୁ ଶନିବାର ୧୨ ଘଣ୍ଟିଆ ବାଙ୍କୀ ବନ୍ଦ ଡାକରା ଦିଆଯାଇଛି। ପୂର୍ବତନ ବିଧାୟକ ଡ. ଦେବାଶିଷ ପଟ୍ଟନାୟକଙ୍କ ନେତୃତ୍ୱରେ ସକାଳ ୬ଟାରୁ ବାଙ୍କୀ ନିର୍ବାଚନମଣ୍ଡଳୀକୁ ବନ୍ଦ କରାଯାଇଛି। ବାଙ୍କୀ, କଳାପଥର, ବୈଦେଶ୍ୱର, ଡମପଡ଼ା ଓ ବାରଙ୍ଗ ଆଦି ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ବିଭିନ୍ନ ଶିକ୍ଷାନୁଷ୍ଠାନ, ସ୍କୁଲ, କଲେଜ, ବ୍ୟାଙ୍କ, ଦୋକାନ ବଜାର ବନ୍ଦ ରହିଥିବା ବେଳେ ଯାନବାହନ ଚଳାଚଳ ବନ୍ଦ ରହିଛି।
ବାଙ୍କୀରେ ହୋଇଥିବା ଡବଲ୍‌ମର୍ଡର ଘଟଣାରେ ପୋଲିସ କେତେଜଣଙ୍କୁ ଗିରଫ କରିଥିବାବେଳେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଚାହୁଁ ନାହିଁ। ରାଜନୈତିକ କାରଣ ସହ ରାଜନୈତିକ ଲୋକମାନଙ୍କର ସମ୍ପୃକ୍ତି ଏହି ହତ୍ୟାକାଣ୍ଡ ପଛରେ ରହିଛିି ବୋଲି ଡ.ଦେବାଶିଷ ପଟ୍ଟନାୟକ ଶୁକ୍ରବାର ବାରଙ୍ଗଠାରେ ଏକ ଖବରଦାତା ସମ୍ମିଳନୀରେ କହିଥିଲେ। ଏହି ଘଟଣାର ପ୍ରତିବାଦରେ ଶନିବାର କଂଗ୍ରେସ ପକ୍ଷରୁ ବାଙ୍କୀ ନିର୍ବାଚନମଣ୍ଡଳୀ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଅନୁରୂପଭାବେ ବାରଙ୍ଗ ମଧ୍ୟ ବନ୍ଦ କରାଯିବ ବୋଲି ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?