୧୨ ଫୁଟର ଅଜଗର ଉଦ୍ଧାର

କାମାକ୍ଷାନଗର, ୬।୧(ଡି.ଏନ.ଏ.) କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ସୋଗରପାଟଣା ଗ୍ରାମର ଅଚ୍ୟୁତ ସ୍ବାଇଁଙ୍କ ବାଡ଼ିପଟୁ ରବିବାର ୧୨ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ସାପଟି ବାଡ଼ିରେ ଥିବା ଦେଖି କେତେଜଣ ଯୁବକ ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ ମହେନ୍ଦ୍ର ପ୍ରତାପ ଭୂତିଆଙ୍କୁ ସୂଚନା ଦେଇଥିଲେ। ତାଙ୍କ ସହଯୋଗୀ ତାପସ ମହାଭୋଇ ପହଞ୍ଚତ୍ ଅଜଗରକୁ ଉଦ୍ଧାର କରିଥିଲେ। ସାପଟିର ଓଜନ ୧୩ କେଜି ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏତେ ବଡ଼ ସାପକୁ ଦେଖିବାକୁ ପ୍ରବଳ ଗହଳି ହୋଇଥିଲା। ବନ କର୍ମଚାରୀ ରମେଶ ଚନ୍ଦ୍ର ପାଣିଗ୍ରାହୀଙ୍କ ଉପସ୍ଥିତିରେ ସୁନାଝରି ଜଙ୍ଗଲରେ ଉଦ୍ଧାର ଅଜଗରକୁ ସୁରକ୍ଷିତ ଭାବେ ଛାଡ଼ି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ବଡ଼ ହଇଚଇ:  ଭିଣୋଇଙ୍କ ନାଁ ନ ନେଇ ବର୍ଷିଲେ ଅରିନ୍ଦମ, ନାମ ନେ…

ଯାଜପୁର.୩।୨: ଯାଜପୁର ରାଜନୀତି ସର୍ବଦା ଚର୍ଚ୍ଚାରେ। ବିଜେଡି  ଗଡ଼ କୁହାଯାଉଥିବା ଯାଜପୁର ନିର୍ବାଚନମଣ୍ଡଳୀକୁ ୨୦୨୪ ନିର୍ବାଚନରେ ଭାଙ୍ଗିଲା ଭାଜପା। ହାରିଲେ ବିଜେଡିର ହେବିଓ୍ବେଟ୍‌ ନେତା। ପୂର୍ବତନ ବିଜେଡି…

ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ଯମନ୍ତ୍ରୀ, ଅଧଘଣ୍ଟା ପୂଜା କରି ଓଡ଼ିଶାବାସୀଙ୍କ ମଙ୍ଗଳକାମନା କଲେ

ପୁରୁଷୋତ୍ତମପୁର,୩ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ଅପରାହ୍ନ ୧୨ଟା ସମୟରେ ପହଞ୍ଚି…

ଲାଞ୍ଚ ନେଇ ଧରାପଡ଼ିଲେ JE, ବିଦ୍ୟୁତ୍‌ ସଂଯୋଗ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ…

ମାଲକାନଗିରି,୩।୨(ଦୁର୍ଯ୍ୟୋଧନ ପାତ୍ର): ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ। ୨୦ ହଜାର ଲାଞ୍ଚ ନେଉଥିବାବେଳେ JE ପ୍ରଦେଶ ନାୟକଙ୍କୁ ଭିଜିଲାନ୍ସ ଧରିଛି। ସଦର ମହକୁମା…

ମୁଣ୍ଡରେ ଓଢଣା ଦେଇ ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି: ପିଣ୍ଡଦାନ ପରେ…

ଯାଜପୁର,୩।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ମଙ୍ଗଳବାର ଯାଜପୁର ଅଭିମୁଖେ ଗସ୍ତ କରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ…

ଗଞ୍ଜାମର ୭ ପୌରସଂସ୍ଥାର ଆସନ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ: ମାର୍ଚ୍ଚ ସୁଦ୍ଧା ୩୬ ନବଗଠିତ ୱାର୍ଡ଼ ହେବ ସୀମା ନିର୍ଦ୍ଧାରଣ

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ): ୨୦୨୭ରେ ପଞ୍ଚାୟତ ଏବଂ ପୌରସଂସ୍ଥା ଗୁଡ଼ିକର ନିର୍ବାଚନ କରିବା ପାଇଁ ସରକାର ଯୋଜନା ରଖିଛନ୍ତି। ତେଣୁ ସରକାର ବର୍ତ୍ତମାନଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ଜିଲାପାଳ, ଏସ୍‌ପିଙ୍କୁ ଭେଟିଲେ ମୃତଚାଷୀଙ୍କ ସମ୍ପର୍କୀୟ

ଲୋଇସିଂହା,୩।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ (କ) ଗ୍ରାମର ଯୁବଚାଷୀ ବଳରାମ ପଧାନଙ୍କ ଧାନ ବିକ୍ରି ଟଙ୍କା କେରଳ ସ୍ଥିତ ଏକ ବ୍ୟାଙ୍କ ଆକାଉଣ୍ଟରେ ଜମା…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ମା’ ଆଣିଲେ ସାଂଘାତିକ ଅଭିଯୋଗ

ଅମରପାଲି,୩।୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ହରିହର ଯୋର(ଠେଙ୍ଗୋ ଡ୍ୟାମ)ଫାଣ୍ଡି ଅଞ୍ଚଳରେ ଜଣେ ହାଇସ୍କୁଲ ପଢୁଆ ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ନାବାଳିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri