୧୨ ବର୍ଷରେ ପଦାର୍ପଣ କରିଛନ୍ତି ବଜରଙ୍ଗି ଭାଇଜାନର ଶିଶୁ କଳାକାର ହର୍ଷାଳି

ମୁମ୍ବାଇ: ବଲିଉଡ୍‌ର ସୁପରହିଟ୍‌ ଫିଲ୍ମ ‘ବଜରଙ୍ଗୀ ଭାଇଜାନ’ ୨୦୧୫ ମସିହାରେ ସୁପହିଟ୍‌ ହୋଇଥିଲା। ବିଶେଷକରି ଏଥିରେ ମୁନ୍ନି ଭୂମିକାରେ ଅଭିନୟ କରିଥିବା ହର୍ଷାଳି ମାଲହୋତ୍ରା ସେତେବେଳେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଫିଲ୍ମରେ ସେ କଥା କହିପାରୁ ନ ଥିବାବେଳେ ତାଙ୍କର ନିଖୁଣ ଅଭିନୟ ଦର୍ଶକଙ୍କ ହୃଦୟକୁ ଛୁଇଁ ଯାଇଥିଲା। ସେହି ଶିଶୁ କଳାକାର ହର୍ଷାଳି ଏବେ ୧୨ ବର୍ଷରେ ପାଦ ରଖିଛନ୍ତି। ଅସଲ ଜୀବନରେ କିନ୍ତୁ କେବେ ଚୁପ୍‌ ବସନ୍ତିନି ସେ। ସବୁବେଳେ କଥା କହିବାକୁ ପସନ୍ଦ କରୁଥିବା ଏହି ଶିଶୁ କଳାକାର ‘ବଜରଙ୍ଗି ଭାଇଜାନ’ରେ ଅଭିନୟ କରିବା ପୂର୍ବରୁ କେତୋଟି ଟେଲିଭିଜନ ଧାରାବାହିକ ଓ ବିଜ୍ଞାପନରେ କାମ କରି ସାରିଥିଲେ। ବଡ ଭାଇ ଓ ମାତାପିତାଙ୍କ ସହ ମୁମ୍ବାଇରେ ରହୁଥିବା ହର୍ଷାଳି ଏବେ ନିଜ ଘରେ ତାଙ୍କ ୧୨ତମ ଜନ୍ମଦିନ ପାଳନ କରିଛନ୍ତି। ଭାଇ ଓ ମାଆ ତିଆରି କରିଥିବା କେକ୍‌ କାଟି ସେ ଜନ୍ମଦିନ ପାଳନ କରିଥିବା ଜଣାପଡିଛି। ଏହାର ଏକ ଫଟୋ ସେ ସୋସିଆଲ ମିଡିଆରେ ଅପଲୋଡ କରିଥିବା ବେଳେ ସେବେକାର ହର୍ଷାଳି ଓ ଏବେକାର ହର୍ଷାଳିଙ୍କ ମଧ୍ୟରେ ଢେର ପାର୍ଥକ୍ୟ ପରିଲକ୍ଷିତ ହୋଇଛି। ଆଗାମୀ ଦିନରେ ସେ ଅର୍ଜୁନ ରାମପାଲଙ୍କ ଏକ ଫିଲ୍ମ ‘ନାସ୍ତିକ’ରେ କାମ କରିବେ ବୋଲି ଶୁଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା ।ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ ଡ଼ାଳ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri