୧୨ ଯୋଡ଼ା ଟ୍ରେନ୍‌ ଚଲାଇବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଜୁନ୍‌ ପହିଲାରୁ ଟ୍ରେନ୍‌ ଚଳାଚଳ ପାଇଁ ଅନୁମତି ମିଳିଥିବାବେଳେ ପୂର୍ବତଟ ରେଳପଥ ମୋଟ ୧୨ ଯୋଡ଼ା ଟ୍ରେନ୍‌ ଚଲାଇବାକୁ ନିଷ୍ପତ୍ତି ନେଇଛି। ଏଥିଲାଗି ଟ୍ରେନ୍‌ଗୁଡ଼ିକର ତାଲିକା ପ୍ରକାଶ ପାଇଛି। ଏହି ସ୍ବତନ୍ତ୍ର ଟ୍ରେନ୍‌ ମଧ୍ୟରେ ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ୍‌, ଭୁବନେଶ୍ୱର-ହାଓଡା ଜନଶତାବ୍ଦୀ ଏକ୍ସପ୍ରେସ୍‌, ପୁରୀ-ନୂଆଦିଲ୍ଲୀ ପୁରୁଷୋତ୍ତମ ଏକ୍ସପ୍ରେସ୍‌ ଏବଂ ପୁରୀ-ସିଆଲ୍‌ଦା ଦୁରନ୍ତୋ ଏକ୍ସପ୍ରେସ୍‌ ରହିଛି। ଏହାସହ ବିଶାଖାପାଟଣା-ନୂଆଦିଲ୍ଲୀ ଆନ୍ଧ୍ରପ୍ରଦେଶ ଏକ୍ସପ୍ରେସ୍‌, ସିକନ୍ଦରାବାଦ-ବିଶାଖାପାଟଣା ଗୋଦାବରୀ ଏକ୍ସପ୍ରେସ୍‌, ହାଓଡା-ସିକନ୍ଦରାବାଦ ଫାଲକନାମା ଏକ୍ସପ୍ରେସ୍‌, ଧାନବାଦ-ଆଲେପି ଏକ୍ସପ୍ରେସ୍‌, ହାଓଡା-ଯଶୋବନ୍ତପୁର ଦୁରନ୍ତୋ ଏକ୍ସପ୍ରେସ୍‌ ରହିଛି। ସେହିଭଳି ହାଓଡା-ମୁମ୍ବାଇ, ହାଓଡା-ଅହମ୍ମଦାବାଦ ଓ ହାୱଡାରୁ ବଡ଼ବିଲ ଏକ୍ସପ୍ରେସ୍‌ ଚାଲିବା ନେଇ ମଧ୍ୟ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri