୧୨ ରାଉଣ୍ଡ: ଭଦ୍ରକ ଲୋକ ସଭାରେ ବିଜେଡି ଆଗରେ

ଭଦ୍ରକ ଅଫିସ, ୨୩।୫ – ୧୨ ରାଉଣ୍ଡରେ ଭଦ୍ରକ ଲୋକ ସଭାରେ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ ୯୦, ୬୩୩, ଭାଜପା ପ୍ରାର୍ଥୀ ଅଭିମନ୍ୟୁ ସେଠୀ ୮୬,୧୦୦ ଓ କଂଗ୍ରେସ ପ୍ରାର୍ଥୀ ମଧୁମିତା ସେଠୀ ୩୯,୮୭୨ ଭୋଟ ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri