୧୨ ହଜାର ଲିଟର ମହୁଲି ପୋଚ ନଷ୍ଟ

ପାତ୍ରପୁର,୨୭ା୪(ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ ତୁମ୍ବା ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମରେ ସୋମବାର ଦୁଇ ମଦ ରନ୍ଧା ସ୍ଥାନରେ ଚଢ଼ାଉ କରି ୧୨ ହଜାର ଲିଟର ମହୁଲି ପୋଚ ନଷ୍ଟ କରିଛି ଜରଡ଼ା ପୋଲିସ ା କୌଣସି ସୁତ୍ରରୁ ଖବର ପାଇ ଜରଡ଼ା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁ ସଦଳବଳ ପହଞ୍ଚତ୍ ଭାଟି ଚୁଲା, ମାଟି ହାଣ୍ଡି ଭାଙ୍ଗିବା ସହ ୧୨ ହଜାର ଲିଟର ମହୁଲ ପୋଚ ନଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ଖୁସିଖବର: ମା’ ହେଲା ‘ଜିନ୍ନତ’

ଭୁବନେଶ୍ୱର,୨।୬: ମୟୁରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ଏକ ଖୁସି ଖବର ଆସିଛି॥ ମା’ ହୋଇଛି ବାଘୁଣୀ ‘ଜିନ୍ନତ’। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

୧୯ ବର୍ଷ ପରେ ଆସିଲା ରାୟ: ଗାଣ୍ଡୁ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ ଶେଖ ମହମ୍ମଦ କଏସ ୨୦୦୭ ମସିହାର ଏକ ବଧୂ ହତ୍ୟା ମାମଲାର ବିଚାରଣ କରି ଅଭିଯୁକ୍ତ ସ୍ବାମୀଙ୍କୁ ପ୍ରମାଣ ଅଭାବରୁ…

ଖଣି ଓ ଇସ୍ପାତ ମନ୍ତ୍ରୀଙ୍କ ଦ୍ୱାରା ଛତ୍ରପୁର ମହୋତ୍ସବ ଉଦଘାଟିତ, ମନ ମୋହିଲା ଅନ୍ତରା-ଅନୁରାଗଙ୍କ ଗୀତ

ଛତ୍ରପୁର,୨ା୬(ଦିଲ୍ଲୀପ ସାମଲ) : ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ପାଇଁ ଉଠୁଛି ପଡୁଛି ଛତ୍ରପୁର ସହର । ଜନ ଗହଳି ସାଙ୍ଗକୁ ଆଲୋକ…

ସୌରଚାଳିତ ପ୍ରକଳ୍ପ ଅଚଳ, ଚୁଆପାଣି ଭରସାରେ ଲେଞ୍ଜିଗୁଡ଼ା ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଖରା ଦିନର ଗ୍ରୀଷ୍ମ ପ୍ରକୋପ ଚର୍ଚ୍ଚା ସବୁଆଡେ ଥିବା ବେଳେ କୋରାପୁଟ ଜିଲା ନନ୍ଦପୁର ବ୍ଲକ ଚାଟୁଆ ପଞ୍ଚାୟତ ଲେଞ୍ଜିଗୁଡ଼ା ଗ୍ରାମରେ…

ପ୍ରଶଂସା ସାଉଁଟିଲେ ସୁଲୋଚନା: ଦୀର୍ଘ ୩୭ ବର୍ଷ ଶିକ୍ଷାଦାନ କରି ଶେଷରେ….

ମହାକାଳପଡ଼ା, ୨ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାୟାବାବା କଲେଜ ଅଧ୍ୟକ୍ଷା ପଦରୁ ମେ ୩୧ରେ ପ୍ରାଧ୍ୟାପିକା ସୁଲୋଚନା ଦାଶ ଅବସରଗ୍ରହଣ କରିଛନ୍ତି। ଏହା ପରେ…

ଭାଲୁଡୁଙ୍ଗୁରୀ ୟୁପି ସ୍କୁଲରୁ ବ୍ୟାପକ ଚୋରି, ରାତି ଅଧରେ କବାଟ ଭାଙ୍ଗି ନେଇଗଲେ…

ଅମରପାଲି,୨।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଭାଲୁଡ଼ୁଙ୍ଗୁରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ସୋମବାର ରାତିରେ ବ୍ୟାପକ ଜିନିଷ ଚୋରି ହୋଇଥିବା ଅଭିଯୋଗ…

ଆନ୍ଦୋଳନ ଚେତାବନୀ ଦେଲେ ଚାଷୀ: ଟୋକନ ସମସ୍ୟାର ସମାଧାନ ନ ହେଲେ…

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଅନ୍ୟବର୍ଷ ଅପେକ୍ଷା ଏଥର ଧାନବିକ୍ରି ଟୋକନରେ ହୋଇଥିବା ଅନିୟମିତତା ଚାଷୀଙ୍କୁ ଅଡୁଆରେ ପକାଇ ଦେଇଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri