Posted inଜାତୀୟ

୧୨୫ ବର୍ଷ ଧରି ଏହି ଗାଁରେ ଅନୁଷ୍ଠିତ ହୋଇଆସୁଛି ଶାସ୍ତ୍ରୀୟ ସଙ୍ଗୀତ ସମାରୋହ

ଭୋପାଳ,୭।୭: ମଧ୍ୟପ୍ରଦେଶ ଦମୋହ ଜିଲାରେ ଗତ ୧୨୫ ବର୍ଷ ଧରି ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ଅନୁଷ୍ଠିତ ହୋଇଆସୁଛି। ସ୍ଥାନୀୟ ବକାୟନ ଗାଁରେ ଏହି ଉତ୍ସବ ପ୍ରତିବର୍ଷ ଆୟୋଜିତ ହୋଇଥାଏ। ୨୦୦୪ ପର୍ଯ୍ୟନ୍ତ ଗତ ୧୧୦ ବର୍ଷ ଧରି ଗାଁର ମରାଠି ମାଫିଦାର ପରିବାର ଏହାର ଆୟୋଜନ କରୁଥିଲେ। ତେବେ ୨୦୦୫ଠାରୁ ଏହାକୁ ମଧ୍ୟପ୍ରଦେଶ ଆଲ୍ଲାଉଦ୍ଦିନ୍‌ ସଙ୍ଗୀତ ଏକାଡ଼େମୀ ପକ୍ଷରୁ ଆୟୋଜନ କରାଯାଉଛି। ଚଳିତ ବର୍ଷ ଜୁଲାଇ ୧୬-୧୭ ଦୁଇଦିନ ଧରି ଏଠାରେ ଶାସ୍ତ୍ରୀୟ ସଙ୍ଗୀତ ଉତ୍ସବ ପାଳିତ ହେବ। ପରମ୍ପରା ଅନୁସାରେ ଉତ୍ସବ ସମୟରେ ୪୮ ଘଣ୍ଟା ପର୍ଯ୍ୟନ୍ତ ଅନବରତ ସଙ୍ଗୀତ କାର୍ଯ୍ୟକ୍ରମ ଜାରି ରହିଥାଏ। ସୂଚନାଯୋଗ୍ୟ,ଏହି ଉତ୍ସବର ସଂସ୍ଥାପକଙ୍କ ତୃତୀୟ ପିଢ଼ିର ପରିବାର ସଦସ୍ୟ ବିଶ୍ୱନାଥ ମାଫିଦାର ୨୦୦୪ ପର୍ଯ୍ୟନ୍ତ ଏହି ସଙ୍ଗୀତ କାର୍ଯ୍ୟକ୍ରମର ଆୟୋଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri