୧୩ ତାରିଖ ଅପରାହ୍ନରେ ସାମାଜିକ ଗଣମାଧ୍ୟମରେ ଉତ୍ତର ରଖିବେ ସମବାୟ ମନ୍ତ୍ରୀ

ଭୁବନେଶ୍ୱର,୯ା୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଚଳିତ ମାସ ୧୩ ତାରିଖ(ଗୁରୁବାର) ଅପରାହ୍ନ ୪ଟାରେ ସାମାଜିକ ଗଣମାଧ୍ୟମରେ ଲାଇଭ୍‌ (ସିଧାପ୍ରସାରଣ)ରେ ଆସିବେ। ବିଭାଗ ସମ୍ବନ୍ଧୀୟ ବିଭିନ୍ନ ପ୍ରଶ୍ନର ସେ ଉତ୍ତର ରଖିବେ, ତାଙ୍କ ଟୁଇଟର/ଫେସବୁକ୍‌ରେ ଏହାର ସିଧାପ୍ରସାରଣ କରାଯିବ। ଯେଉଁମାନେ ତାଙ୍କୁ କୌଣସି ପ୍ରସଙ୍ଗରେ ପ୍ରଶ୍ନ କରିବାକୁ ଚାହାଁନ୍ତି, ୧୧ ତାରିଖ ପୂର୍ବରୁ ପ୍ରଶ୍ନ ପଠାଇବା ସହ ଟୁଇଟ୍‌ କରିବାକୁ ଅନୁରୋଧ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମକୁ ଆଉ ଗୋଟିଏ ପାଦ ଆଗକୁ ନେବାକୁ ଏପରି ପ୍ରୟାସ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri