୧୩ ପଞ୍ଚାୟତରେ ୧୩ ଆଇସୋଲେଶନ କେନ୍ଦ୍ର, ୪୩୫ ଶଯ୍ୟା ପ୍ରସ୍ତୁତ

ଗୁଡଭେଲା,୨୨ା୪(ଡି.ଏନ୍‌.ଏ.) : କରୋନା ମୁକାବିଲା ପାଇଁ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ୧୩ଟି ପଞ୍ଚାୟତରେ ୧୩ ଆଇସୋଲେଶନ କେନ୍ଦ୍ର ଖୋଲାଯାଇଥିବା ବେଳେ ୪୩୫ଟି ଶଯ୍ୟା ପ୍ରସ୍ତୁତ ରହିଛି। ଏହି ସମସ୍ତ କେନ୍ଦ୍ରକୁ ବ୍ଲକ ଅଧ୍ୟକ୍ଷ ତଥା କେନ୍ଦ୍ର ସମବାୟ ବ୍ୟାଙ୍କ ନିର୍ଦ୍ଦେଶକ ଅଶୋକ ଚନ୍ଦ୍ର ଦୋରା ବୁଲି ଦେଖିବା ସହ ତଦାରଖ କରିଛନ୍ତି। ଉକ୍ତ କେନ୍ଦ୍ରଗୁଡ଼ିକରେ ଜଣେ ଲେଖାଏ ନୋଡାଲ ଅଫିସରଙ୍କୁ ନିୟୋଜିତ କରାଯାଇଛି। ଏହିସବୁ କେନ୍ଦ୍ରରେ ପାଣି, ବେଡ୍‌ସିଟ୍‌, ସାବୁନ, ସାନିଟାଇଜର, ପାଇଖାନା, ବିଦ୍ୟୁତ୍‌ ଏବଂ ରନ୍ଧାଖାଦ୍ୟ ଦେବାର ବ୍ୟବସ୍ଥା ମଧ୍ୟ କରାଯାଇଛି। ଲକ୍‌ଡାଉନ୍‌ ପରେ ଏହି ବ୍ଲକ ବାହାରେ କାର୍ଯ୍ୟ କରୁଥିବା ପ୍ରାୟ ୭ ଶହ ଲୋକ ଆସିବାର ସମ୍ଭାବନା ରହିଥିବା ବ୍ଲକ ପ୍ରଶାସନର ଏକ ସର୍ଭେରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri