ରାଜନଗର, ୬।୩(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଶାସକ ଦଳ ପକ୍ଷରୁ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି, ଦଳୀୟ ଭିତ୍ତିରେ ଅଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଣ, ବିଭିନ୍ନ ଯୋଜନାରେ ପ୍ରିୟାପ୍ରୀତି ପୋଷଣ ଆଦି ପ୍ରତିବାଦରେ ଆସନ୍ତା ୧୩ ତାରିଖରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗଣ ବିକ୍ଷୋଭ କରାଯିବ। ଏ ନେଇ ଶୁକ୍ରବାର ପୂର୍ବାହ୍ନରେ ବ୍ଲକ କଂଗ୍ରେସ କମିଟି ସଦସ୍ୟ ଦେବେନ୍ଦ୍ର ଜେନା, ଅନନ୍ତ ଚରଣ ସେଠୀ, ରଞ୍ଜନ କୁମାର ମହାନ୍ତି ପ୍ରମୁଖ ବରିଷ୍ଠ ନେତାମାନେ ରାଜନଗର ତହସିଲଦାର ଦ୍ୱିବେନ୍ଦୁ କୁମାର ବାଗ୍, ବିଡିଓ ମନ୍ଦରଧଳ ମହାଳିକ, ଥାନା ଅଧିକାରୀ ତପନ କୁମାର ନାଏକଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏ ନେଇ ସେମାନେ ଜିଲାପାଳ ଓ ଏସ୍ପିଙ୍କ ମଧ୍ୟ ଦୃଷ୍ଟି ଆକର୍ଷଣ କରିଛନ୍ତି।
Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା View All
ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’
ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…
ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…
କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…
ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା
ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…
କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ
କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…
କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ
କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍ କଲୋନୀରେ ଫାୟାରିଂ ହୋଇଥିବା…
ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ
ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…
ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ
ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…
ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ
ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…
Archives

