୧୩ରେ ବାଚସ୍ପତିଙ୍କ ପୁଣେ ଗସ୍ତ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଡିସେମ୍ବର ୧୩ରେ ପୁନେ ଅଭିମୁଖେ ଯାତ୍ରା କରିବେ। ସେଠାରେ ପାତ୍ର ଏମ୍‌ଆଇଟି ସ୍କୁଲ୍‌ ଅଫ୍‌ ଗଭର୍ନମେଣ୍ଟଠାରେ ଆୟୋଜିତ ଆଦର୍ଶ ସଂସଦରେ ଅଧ୍ୟକ୍ଷତା କରିବେ। ୧୭ତାରିଖରେ ପାତ୍ର ଡେରାଡୁନ୍‌ରେ ପହଞ୍ଚତ୍ ଅଖିଳ ଭାରତୀୟ ବାଚସ୍ପତିମାନଙ୍କ ସମ୍ମିଳନୀରେ ଯୋଗଦେବେ। ଏଥିପାଇଁ ସେ ସେଠାରେ ୧୭ରୁ ୨୧ତାରିଖ ପର୍ଯ୍ୟନ୍ତ ଅବସ୍ଥାନ କରିବେ। ଡିସେମ୍ବର ୨୧ରେ ବାଚସ୍ପତି ପ୍ରତ୍ୟାବର୍ତ୍ତନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କୁ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର: ୨୪ଘଣ୍ଟାରେ ୩ ଘଟଣାରେ ଆତଙ୍କିତ ସହରବାସୀ

ଅସୁରକ୍ଷିତ ହୋଇପଡ଼ିିଛି ରାଜଧାନୀ ଭୁବନେଶ୍ୱର। କଥା କଥାରେ ବୁଲୁଛି ଖଣ୍ଡା, ଭୁଜାଲି। ଦିନ ହେଉ ଅବା ରାତି ମହିଳାଙ୍କଠାରୁ ଆରମ୍ଭ କରି ପୁରୁଷ କେହି ସୁରକ୍ଷିତ ନାହାନ୍ତି।…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri